ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ ନିକଟରେ ଖସିପଡ଼ିଥିଲେ, ଯବାନଙ୍କ ନାମ ଶରତ ମାଝୀ, ତାଙ୍କ ସହିତ ଆଉ ଦୁଇଜଣ ଯବାନ ଥିଲେ। ଖବର ପାଇ ରାୟଗଡ଼ା ଆର୍‌ପିଏଫ୍‌ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରି କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ପ୍ରଥମିକ ଚିକିତ୍ସା ପରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ରାତିରୁ ନିଖୋଜ ଥିଲେ, ପୋଖରୀ କୂଳରୁ ମିଳିଲା ଛାତ୍ରୀଙ୍କ ମୃତଦେହ; ଏକତରଫା ପ୍ରେମରୁ ହତ୍ୟାକୁ ନେଇ…

ମାର୍ଶାଘାଇ, ୩୧।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଯଦୁପୁର ଗ୍ରାମରେ ଏକ ଅଭାବନୀୟ ଓ ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତିରୁ…

ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ବନ୍ୟା-ଭୂସ୍ଖଳନ ବିଭୀଷିକା: ୧୫ ନିଖୋଜଙ୍କ ମଧ୍ୟରୁ ଜଣେ ଜୀବିତ ଉଦ୍ଧାର, ଜାରି ରହିଛି…

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାନ୍ତବର୍ତ୍ତୀ ଡାଙ୍ଗେଶୀ ଏବଂ ଗିଡ଼ିପାବାଲି ଅଞ୍ଚଳରେ ଗୁରୁବାର ରାତିରେ ଘଟିଥିବା ଭୟାବହ ବନ୍ୟା ଓ ଭୂସ୍ଖଳନ ଯୋଗୁ…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ବଡ଼ଗାଁରେ ‘ରନ୍ ଫର୍ ୟୁନିଟି’: ଏକତାର ବାର୍ତ୍ତା ନେଇ ଦୌଡ଼ିଲେ ୫୦୦ ଛାତ୍ରୀଛାତ୍ର

ବଡ଼ଗାଁ, ୩୧।୧୦(ଅଶୋକ ଷଡ଼ଙ୍ଗୀ): ଦେଶର ଅଖଣ୍ଡତା, ଏକତା ଓ ସଂହତିର ପ୍ରତୀକ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଜୟନ୍ତୀ ଅବସରରେ ଶନିବାର ବଡ଼ଗାଁଠାରେ ‘ରନ୍ ଫର୍ ୟୁନିଟି’…

ଋଷିକୁଲ୍ୟା ବନ୍ୟାରେ ପୁରୁଷୋତ୍ତମପୁର ବେହାଲ: ରାତିରେ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ, ଆସନ୍ତା ୧୦ ଦିନ ଯାଏ…

ପୁରୁଷୋତ୍ତମପୁର, ୩୧।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳକୁ ସମ୍ପୂର୍ଣ୍ଣ ଛାରଖାର କରିଦେଇଛି। ଗାଁଠାରୁ ସହର…

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ଗୁଡ଼ାରି ପୋଲିସର ‘ରନ୍ ଫର୍ ୟୁନିଟି’: ଦେଶପ୍ରେମ-ଏକତାର ସଂକଳ୍ପ

ଗୁଡ଼ାରି, ୩୧।୧୦(ପ୍ରମୋଦ କୁମାର ପତି): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପବିତ୍ର ଜନ୍ମଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ଗୁଡ଼ାରି ପୋଲିସ ପକ୍ଷରୁ ଏକ ‘ରନ୍…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?