Posted inଜାତୀୟ

ନକ୍ସଲ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ

ରାୟପୁର,୨୮।୯: ଛତିଶଗଡର ବିଜାପୁରରେ ନକ୍ସଲ ପକ୍ଷରୁ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏଥିରେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଏହି ଆଇଇଡି ବିସ୍ଫୋରଣ ବୁଧବାର ସନ୍ଧ୍ୟା ୬.୨୦ରେ ପାମେଡ ଅଞ୍ଚଳରେ ଘଟିଥିବା ବସ୍ତର ଆଇଜି ପି ସୁନ୍ଦରରାଜ ସୂଚନା ଦେଇଛନ୍ତି।
ଶହୀଦ ଯବାନଙ୍କ ନାମ ସତ୍ୟପାଲ ସିଂ। ସେ ହରିୟାଣାର ବାସିନ୍ଦା ଥିଲେ। ଏକ ସପ୍ତାହ ପୂର୍ବରୁ ଛତିଶଗଡରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌) ଜଣେ ଯବାନ ନକ୍ସଲମାନଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?