ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି ୯୦ ଡଲାର ପାରକରିଛି। ସେହିଭଳି ବ୍ରେଣ୍ଟ କ୍ରୁଡ୍‌ ଅଏଲର ବଜାର ମୂଲ୍ୟ ୩.୯୪% ବଢ଼ି ୯୦.୫୪ ଡଲାରରେ ପହଞ୍ଚତ୍ଛି। ଏପରିକି ୟୁଏସ୍‌ େଓଷ୍ଟ ଟେକ୍ସସା ଇଣ୍ଟରମିଡିଏଟ (ଡବ୍ଲ୍ୟୁଟିଆଇ)ର ମୂଲ୍ୟ ୪.୦୬% ବଢି ୮୬.୦୯ଡଲାରରେ କାରବାର ହେଉଛି।
ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ବଜାରରେ ଅହେତୁକ ମୂଲ୍ୟ ବୃଦ୍ଧି, ୟୁଏସ୍‌ ଫେଡର ଦର ବୃଦ୍ଧି, ଭୌଗୋଳିକ ସମସ୍ୟା (ଭୂ-ରାଜନୈତିକ ସମସ୍ୟା), ମଧ୍ୟ ପ୍ରାଚ୍ୟ ରାଷ୍ଟ୍ରଗୁଡିକ ମଧ୍ୟରେ ତିକ୍ତତା ବୃଦ୍ଧି ସାଙ୍ଗକୁ ଇରାନ ଓ ଇସ୍ରାଏଲ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଭଳି ଅନେକ ଘଟଣା କାରଣରୁ ବଜାର ପରିସ୍ଥିତି ମଧ୍ୟ ଅସ୍ଥିରତା ଦେଇ ଗତି କରୁଛି। ଅପରପକ୍ଷରେ ବଜାର ମୂଲ୍ୟ ବୃଦ୍ଧି ଯୋଗୁ ଓପେକ ରାଷ୍ଟ୍ର ସମୂହ ମଧ୍ୟ ତୈଳ ଉତ୍ପାଦନ ଓ ବ୍ରିକୟ ଉପରେ କଟକଣା ଆରମ୍ଭ ସହିତ ଯୋଗାଣ ହ୍ରାସ କରିବାକୁ ଯୋଜନା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରକୁ ଛୁଇଁଲା

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri