ଅଶୋଧିତ ତୈଳ ଦର ୧୧୩ ଡଲାର ଟପିଲା

ମୁମ୍ବାଇ,୩।୩: ରୁଷିଆର ୟୁକ୍ରେନ୍‌ ଉପରେ ଆକ୍ରମଣର ପ୍ରଭାବ ତୈଳ ବଜାର ଉପରେ ପଡିଛି। ଫଳରେ ବୁଧବାର ଅଶୋଧିତ ତୈଳ ଦର ପୁଣି ଥରେ ବଢିଛି। ଅପରପକ୍ଷରେ ବ୍ରେଣ୍ଟ ଅଶୋଧିତ ଫ୍ୟୁଚର ମୂଲ୍ୟ ୮ ଡଲାରରୁ ଅଧିକ ବୃଦ୍ଧି ପାଇ ବ୍ୟାରେଲ ପିଛା ୧୧୩.୦୨ ଡଲାର ଛୁଇଁଛି। ୨୦୧୪ ଜୁନ୍‌ଠାରୁ ଏହା ସର୍ବାଧିକ ରହିଛି। ଏହି ସମୟରେ ଏହାର ମୂଲ୍ୟ ୧୧୧.୫୩ ଡଲାରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରେ ନେଣଦେଣ: ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ନେବ ଆଇସିଆଇସିଆଇ ବ୍ୟାଙ୍କ

ନୂଆଦିଲ୍ଲୀ,୧୬।୯: ଘରୋଇ ସେକ୍ଟରର ଆଇସିଆଇସିଆଇ ବ୍ୟାଙ୍କ ନିଜର ଗ୍ରାହକଙ୍କୁ ଜୋର୍‌ଦାର ଝଟକା ଦେଇଛି। ବ୍ୟାଙ୍କ ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କୁ ଅକ୍ଟୋବର ୧୬ରୁ ଶାଖାରେ ପ୍ରତ୍ୟେକ ନଗଦ...

କମ୍ପୋଜିଶନ ଡିଲରଙ୍କ ରିଟର୍ନ ପଇଠ ସୀମା ବଢ଼ିଲା

ନୂଆଦିଲ୍ଲୀ,୧୫।୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି କମ୍ପୋଜିଶନ ଡିଲରଙ୍କ ରିଟର୍ନ ଦାଖଲ ସୀମାକୁ ସରକାର ବଢ଼ାଇଛନ୍ତି। ଏହାଦ୍ୱାରା ଅଗଷ୍ଟ ୩୧ ପର୍ଯ୍ୟନ୍ତ କମ୍ପୋଜିଶନ ଡିଲର ରିଟର୍ନ...

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ...

ପେଟ୍ରୋଲିୟମ ଟିକସ ଆଦାୟ ୭୯% ବୃଦ୍ଧି

ନୂଆଦିଲ୍ଲୀ,୧।୧୧: ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ପେଟ୍ରୋଲିୟମ ସାମଗ୍ରୀ ଉପରେ ଲାଗୁ ହେଉଥିବା ଟିକସ ବାବଦ ସଂଗ୍ରହ ୩୩% ବଢ଼ିଛି। ସେହିଭଳି କୋଭିଡ ପୂର୍ବ...

ମାନ୍ଦାବସ୍ଥା ଦୂରେଇବାକୁ ସୀତାରାମନ୍‌ଙ୍କ ପ୍ରୟାସ;କର୍ପୋରେଟ ଟିକସ ହ୍ରାସ ଘୋଷଣା

ପାନାଜୀ,୨୧-୯: ଦେଶ ଏବେ ଘୋର ମାନ୍ଦାବସ୍ଥା ଦେଇ ଗତିକରୁଛି। ଏହାକୁ ଦୂରେଇବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପୂର୍ବରୁ ୩ ଥର ବିଭିନ୍ନ କ୍ଷେତ୍ର ଲାଗି...

ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୫: କରୋନା ମହାମାରୀ ସାରା ବିଶ୍ୱର ବାଣିଜ୍ୟ କାରବାରକୁ ବହୁ ହାରରେ କ୍ଷତି ପହଞ୍ଚାଇଛି। ଏଥିଯୋଗୁ କମ୍ପାନୀଗୁଡିକ ଦେବାଳିଆ ହେବା ସହ ବୃହତ୍‌ ହାରରେ ଅନାଦାୟ...

ସବୁଠାରୁ ଖରାପ ସ୍ଥିତିରେ ବାଣିଜି୍ୟକ ପରିବେଶ

ମୁମ୍ବାଇ,୬-୧୦: ସେପ୍ଟେମ୍ବର ତ୍ରୈମାସରରେ ଦେଶର ବାଣିଜି୍ୟକ ପରିବେଶ ସବୁଠାରୁ ଖରାପ ସ୍ଥିତିରେ ପହଞ୍ଚିଛି। ୨୦୦୮ ଆର୍ଥତ୍କ ଦୁଃସ୍ଥିତି ପରେ ଏଭଳି ସ୍ଥିତି ଗତ ତ୍ରୈମାସରେ ଘରୋଇ...

ଦେଶରେ ସଂରକ୍ଷିତ ରହିବ ପେମେଣ୍ଟସ ଡାଟା:ଆର୍‌ବିଆଇ

ମୁମ୍ବାଇ,୨୭-୬: ଘରୋଇ ବଜାରରେ ପେମେଣ୍ଟସ ସଂକ୍ରାନ୍ତ ସମସ୍ତ ଡାଟା କେବଳ ଦେଶ ମଧ୍ୟରେ ସଂରକ୍ଷିତ ହୋଇ ରହିବା ଆବଶ୍ୟକ। ଯଦି କୌଣସି କ୍ଷେତ୍ରରେ ଡାଟା ବିଦେଶକୁ...

Advertisement
Archives

Model This Week