ଅଶୋଧିତ ତୈଳ ଦର ୧୪ ବର୍ଷ ପରେ ରେକର୍ଡସ୍ତରରେ…

ଓ୍ବାଶିଂଟନ,୭।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୩୯ ଡଲାର ରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ରେ ଏହା ବ୍ୟାରେଲ ପିଛା ୧୪୭ ଡଲାର ଥିଲା।

ଜେପି ମୋର୍ଗାନ ପୂର୍ବାନୁମାନ କରିଛି ଯେ ୨୦୨୨ରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୮୫ ଡଲାର ଛୁଇଁପାରେ। ଜେପି ମୋର୍ଗାନର ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ରୁଷିଆରୁ ଆସୁଥିବା ତୈଳ ଯୋଗାଣ ପ୍ରଭାବିତ ହୁଏ, ତେବେ ଏହା ଦିନକୁ ୩ ମିଲିୟନ ବ୍ୟାରେଲ ଅର୍ଥାତ୍‌ ୩୦ ଲକ୍ଷ ବ୍ୟାରେଲ ଅଶୋଧିତ ତୈଳର ଚାହିଦା ଉପରେ ପ୍ରଭାବ ପକାଇବ।

ରୁଷିଆ ବିଶ୍ୱର ବୃହତ୍ତମ ତୈଳ ଉତ୍ପାଦନକାରୀ ଦେଶ ମଧ୍ୟରୁ ଅନ୍ୟତମ। ୟୁରୋପର ମୋଟ ବ୍ୟବହାରର ୩୫ ରୁ ୪୦ ପ୍ରତିଶତ ଏହା ଯୋଗାଇ ଥାଏ। ଭାରତ ମଧ୍ୟ ରୁଷିଆଠାରୁ ଅଶୋଧିତ ତୈଳ କ୍ରୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri