Posted inଜାତୀୟ

ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୧।୬: ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷାକୁ ସ୍ଥଗିତ କରିଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଜୁନ୍‌ ୨୫ରୁ ୨୭ ମଧ୍ୟରେ ହେବାକୁ ଥିବା ବେଳେ ଏବେ ଏହାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଏହି ପରୀକ୍ଷାକୁ ମଧ୍ୟ ଏନ୍‌ଟିଏ ଆୟୋଜନ କରିଥାଏ। ତେବେ ପୁଣି ଏକ ପରୀକ୍ଷା ବାତିଲ ଖବର ଆସିବା ପରେ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଆକ୍ରୋଶ ବୃଦ୍ଧି ପାଇଛି।

ଏନ୍‌ଟିଏ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ, କିଛି ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପରୀକ୍ଷାକୁ କିଛି ସମୟ ଲାଗି ସ୍ଥଗିତ କରାଯାଉଛି। କାରଣ ଏଭଳି ସ୍ଥିତି ଉପୁଜିଥିଲା, ଯାହାକୁ ଅଣଦେଖା କରାଯାଇପାରି ନ ଥାନ୍ତା। ଏଣୁ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନେବାକୁ ପଡ଼ିଲା।

କହିରଖୁଛୁ, ଏହାପୂର୍ବରୁ ଏନ୍‌ଟିଏ ୟୁଜିସି-ଏନ୍‌ଇଟି ପରୀକ୍ଷାକୁ ରଦ୍ଦ କରିଦେଇଥିଲା। ପରୀକ୍ଷାରେ ତ୍ରୁଟି ସଙ୍କେତ ମିଳିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଥିଲା। ଏହି ବିବାଦ ପରେ ଏବେ CSIR-UGC-NET ପରୀକ୍ଷାକୁ ସ୍ଥଗିତ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri