Posted inଖେଳ

ମୋଇନ ଅଲିଙ୍କୁ ଅନୁମତି ଦେଲା ସିଏସ୍‌କେ

ଚେନ୍ନାଇ, ୫ା୪- ଚଳିତ ଆଇପିଏଲରେ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି କୌଣସି ପ୍ରକାର ଲିକର ବ୍ରାଣ୍ଡର ଲୋଗୋ ଥିବା ଜର୍ସି ପିନ୍ଧିବେ ନାହିଁ। ଏ ନେଇ ସ୍ପଷ୍ଟ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ବ୍ୟକ୍ତିଗତ ଧାର୍ମିକ ଭାବନା ଯୋଗୁ ମାଦକ ଦ୍ରବ୍ୟର ଲୋଗୋକୁ ନିଜ ଜର୍ସିରୁ ହଟାଇବା ପାଇଁ ଅନୁରୋଧ କରିଥିଲେ ଏହି ମୁସଲିମ ଅଲରାଉଣ୍ଡର।

ସିଏସ୍‌କେ ଜର୍ସିରେ ଏସ୍‌ଏନ୍‌ଜେ ୧୦୦୦୦ ନାମକ ଲିକର ବ୍ରାଣ୍ଡର ଲୋଗୋ ରହିଛି। ଏହି କମ୍ପାନୀ ଜର୍ସିର ଅନ୍ୟତମ ସ୍ପନସର। ”ସିଏସ୍‌କେ ସର୍ବଦା ତା’ର ଖେଳାଳି ଓ ସେମାନଙ୍କ ନିଷ୍ପତ୍ତିକୁ ସମ୍ମାନ ଦିଏ। ଯଦି ମାଦକ ଦ୍ରବ୍ୟର ଲୋଗୋକୁ ସେମାନେ ଜର୍ସିରେ ସ୍ଥାନ ଦେବାକୁ ଚାହାନ୍ତି ନାହିଁ, ତେବେ ଆମେ ସେମାନଙ୍କୁ ସମର୍ଥନ ଦେଉଛୁ। ଏ ଘଟଣାରେ ଆମ ସ୍ପନସର୍ସଙ୍କ କୌଣସି ଆପତ୍ତି ନାହିଁ “ ବୋଲି ଫ୍ରାଞ୍ଚାଇଜର ଜଣେ ଅଫିସିଆଲ କହିଛନ୍ତି। ତେବେ ସିଏସ୍‌କେ ଦଳରେ ସାମିଲ ହୋଇଥିବା ମୁସଲିମ ଖେଳାଳି ଏଭଳି ଅନୁରୋଧ କରିବା ପ୍ରଥମ ଘଟଣା ନୁହେଁ। ଦଳର ବରିଷ୍ଠ ସ୍ପିନର ଇମ୍ରାନ ତାହିରଙ୍କ ଜର୍ସିରେ ମଧ୍ୟ ଲିକର ବ୍ରାଣ୍ଡର ଲୋଗୋ ସ୍ଥାନ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ପାଣ୍ଡ୍ୟା: ପ୍ରଥମ ଭାରତୀୟ କ୍ରିକେଟର୍‌ ଭାବେ…

ସାଉଥମ୍ପଟନ୍‌,୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତର ତାରକା ଅଲରାଉଣ୍ଡର...

ବାର୍ଟି-ପ୍ଲିସ୍‌କୋଭା ଫାଇନାଲ

ଲଣ୍ଡନ, ୯।୧-ଅଷ୍ଟ୍ରେଲିଆର ଆଶ୍‌ଲେ ବାର୍ଟି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫାଇନାଲରେ ସେ ଚେକ୍‌ ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭାଙ୍କୁ...

ହାଇଦ୍ରାବାଦ୍‌ ଦଳରେ ଟେଷ୍ଟ ସ୍ପେଶାଲିଷ୍ଟ

ହାଇଦ୍ରାବାଦ୍‌,୧୫।୯: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରି ଆଗାମୀ ଘରୋଇ ସିଜନରେ ହାଇଦ୍ରାବାଦ୍‌ ପାଇଁ ଖେଳିବେ। ଏଥି ପୂର୍ବରୁ ୫ ବର୍ଷ ଧରି ସେ ହାଇଦ୍ରାବାଦ...

ଭାରତୀୟଙ୍କୁ ଜନ ସିନାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫।୮: ଦେଶର ୭୩ତମ ସ୍ବାଧୀନତା ଦିବସ ଅବସରରେ ବହୁ ଅନ୍ତର୍ଜାତୀୟ ସେଲିବ୍ରେଟି ଶୁଭେଚ୍ଛା ଜଣାଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଡବ୍ଲୁଡବ୍ଲଇ ସୁପରଷ୍ଟାର ଜନ ସିନା। ସେ...

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...

୧୩୬ ବର୍ଷ ପୂର୍ବେ ସ୍ବାମୀ ବିବେକାନନ୍ଦ ଇଡେନ୍‌ ଗାର୍ଡେନରେ ନେଇଥିଲେ ୭ଟି ଉଇକେଟ୍‌

ସ୍ବାମୀ ବିବେକାନନ୍ଦ ମହାନ ବିଚାରକ, ହିନ୍ଦୁ ଧର୍ମ ଚିନ୍ତକ ଭାବେ ଜଣାଶୁଣା ଥିଲେ। ସାରା ବିଶ୍ୱରେ ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତାର ସେ ପ୍ରଚାର କରିଥିଲେ।...

ପୁଣି ପଡିଆରେ ଓପନିଂ କରିବେ ସଚିନ-ସେହ୍ବାଗ!

ନୂଆଦିଲ୍ଲୀ,୧।୩: ବିଶ୍ୱର କିଛି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ମିଳନ ହେବାକୁ ଯାଉଛି। କିଛି ବଛା ବଛା କ୍ରିକେଟ୍‌ରଙ୍କୁ ନେଇ ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ...

ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର

ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର...

Advertisement
Archives

Model This Week