Posted inଖେଳ

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି।

ଗୁଜରାଟ ଟାଇଟାନ୍ସ ଶେଷ ଲିଗ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ଆଇପିଏଲ୍‌ ପ୍ଲେଅଫ୍‌ରେ ଶ୍ରେଷ୍ଠ ୨ରେ ଏହାର ସ୍ଥାନ ପକ୍କା କରିଛି। ଅନ୍ୟପକ୍ଷରେ ଏହି ପରାଜୟ ଦ୍ୱାରା ଶ୍ରେଷ୍ଠ ୪ ପାଇଁ ସିଏସ୍‌କେର ଯେଉଁ ଆଶା ଥିଲା, ତାହା ତୁଟି ଯାଇଛି।

ଆଇପିଏଲ୍‌ ଆଚରଣ ସଂହିତାର ଧାରା୨.୨୨ ଅନୁଯାୟୀ ଚଳିତ ସିଜନରେ ତାଙ୍କ ଦଳର ଏହା ଦ୍ୱିତୀୟ ଅପରାଧ (ମ୍ୟାଚ ୧୮ରେ ତାଙ୍କ ଦଳର ପ୍ରଥମ ଅପରାଧ) ଥିଲା, ସର୍ବନିମ୍ନ ଓଭର-ରେଟ୍‌ ଅପରାଧ ପାଇଁ ଗାଏକ୍ୱାଡଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଇମ୍ପାକ୍ଟ ଖେଳାଳିଙ୍କ ସମେତ ଦଳର ଅବଶିଷ୍ଟ ଖେଳାଳି ପ୍ରତ୍ୟେକଙ୍କୁ ୬ ଲକ୍ଷ ଟଙ୍କା ଅବା ସେମାନଙ୍କ ମ୍ୟାଚ ଫି?ର ୨୫ ପ୍ରତିଶତ, ଯେଉଁଟା ସର୍ବନିମ୍ସ ତାହା ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri