Posted inଖେଳ

ଧୋନୀଙ୍କ ଅବସର ଚର୍ଚ୍ଚା ଭିତରେ CSK coachଙ୍କର ବଡ଼ ବୟାନ, ସମସ୍ତେ କାବା

ଚେନ୍ନାଇ,୬।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଶନିବାର ଖେଳାଯାଇଥିବା ଆଇପିଏଲ ୨୦୨୫ ମ୍ୟାଚ ପରେ ଏମଏସ ଧୋନୀଙ୍କ ଅବସର ନେଇ ଗୁଜବ ଜୋର ଧରିଛିା। ଏହି ମ୍ୟାଚରେ ସିଏସକେ ୨୫ ରନରେ ହାରି ଯାଇଛି ଏବଂ ଧୋନୀ ୨୬ ବଲରେ ୩୦ ରନ କରି ଅପରାଜିତ ରହିଥିଲେ। ମ୍ୟାଚ ସମୟରେ ଧୋନୀଙ୍କ ମାଆବାପା ପନ ସିଂହ ଏବଂ ଦେବକୀ ଦେବୀ ଚେପକୋ ଷ୍ଟାଡିୟମରେ ଉପସ୍ଥିତ ଥିଲେ, ଯାହା ପ୍ରଥମ ଥର ପାଇଁ ଦେଖାଯାଇଥିଲା। ଯାହାକୁ ନେଇ ଧୋନୀ ଏହି ମ୍ୟାଚ ପରେ ଅବସର ନେଇପାରନ୍ତି ବୋଲି ଅନୁମାନ କରାଯାଉଥିଲା।

କିନ୍ତୁ ମ୍ୟାଚ ପରେ ସାମ୍ବାଦିକ ସମ୍ମିଳନୀରେ ସିଏସକେ କୋଚ ଷ୍ଟିଫେନ ଫ୍ଲେମିଂ ଏହି ଗୁଜବକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, “ନା, ତାଙ୍କ ଅବସର ନେବାକୁ ଅଟକାଇବା ମୋର କାମ ନୁହେଁ। ମୋତେ କିଛି ଜଣା ନାହିଁ। ମୁଁ ତାଙ୍କ ସହ କାମ କରି ଖୁସି। ଫ୍ଲେମିଂଙ୍କ ଏହି ମନ୍ତବ୍ୟ ସ୍ପଷ୍ଟ କରୁଛି ଯେ ଧୋନୀ ଏବେ ଅବସର ନେବାର ଯୋଜନାରେ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ…

ଭୟଙ୍କର ଯୁଦ୍ଧ: ସ୍କୁଲ ଛୁଟି ଘୋଷଣା , ଓ଼୍ବାର୍କ ଫର୍ମ ହୋମ୍‌ ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ!

ନୂଆଦିଲ୍ଲୀ,୧୫।୩: ଇରାନ ସହିତ ଜଡିତ ସଂଘର୍ଷ ଏସୀୟ ରାଷ୍ଟ୍ରଗୁଡ଼ିକର କାର୍ଯ୍ୟ ଉପରେ ବ୍ୟାପକ ପ୍ରଭାବ ପକାଇଛି। ଅଧିକାଂଶ ଦେଶରେ, ତୈଳ ଯୋଗାଣ ବନ୍ଦ ହୋଇଯାଇଛି କିମ୍ୱା ବହୁଳ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ଇଚ୍ଛାମୃତ୍ୟୁ ପାଇଁ ଅନୁମତି: ଔଷଧି ଧରି ଆସିଲେ ବାବା, ଦାବି କଲେ ହରିଶଙ୍କୁ ସୁସ୍ଥ କରିବେ, ଛଅ ଘଣ୍ଟା ଧରି ଫାଟକରେ ଅପେକ୍ଷା କଲେ

ଗାଜିଆବାଦ,୧୪।୩: ରାଜସ୍ଥାନର ଭିଲୱାଡ଼ାର ବାସିନ୍ଦା ସ୍ବାମୀ ଅଖଣ୍ଡାନନ୍ଦ ଶୁକ୍ରବାର ହରିଶ ରାଣାଙ୍କୁ ଭେଟିବା ପାଇଁ ରାଜ ଏମ୍ପାୟାର ସୋସାଇଟିରେ ପହଞ୍ଚିଥିଲେ। ସେ ଦାବି କରିଥିଲେ ଯେ ସେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ: ସେନା ପଠାଇବ ଚାଇନା, ଥରିଲାଣି ଆମେରିକା!

ନୂଆଦିଲ୍ଲୀ,୧୫।୩: ଆମେରିକା ବର୍ତ୍ତମାନ ଇରାନ ସହିତ ଯୁଦ୍ଧକୁ ଜୋରଦାର କରିଛି। ଏହି ସଂଘର୍ଷ 15 ଦିନ ଧରି ଚାଲିଛି। ଆମେରିକା ଦ୍ରୁତ ଗତିରେ ପଶ୍ଚିମ ଏସିଆ ଆଡକୁ…

ପାକିସ୍ତାନ-ବାଂଲାଦେଶକୁ ଟାର୍ଗେଟ କରିଥିଲେ ଜୟ ଶାହା? କହିଛନ୍ତି: ‘କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ…’

ନୂଆଦିଲ୍ଲୀ,୧୪।୩: ICC ସଭାପତି ଜୟ ଶାହା ସ୍ପଷ୍ଟ ଭାବରେ ନାମ ନ ନେଇ ପାକିସ୍ତାନ ଏବଂ ବାଂଲାଦେଶ ଉପରେ କଟାକ୍ଷ କରି କହିଛନ୍ତି ଯେ କୌଣସି ଗୋଟିଏ…

ଏହି ପନିପରିବା, ଫଳକୁ ଏକାଠି ରଖୁଛନ୍ତି କି? ଜାଣି ରଖନ୍ତୁ ଏହା ଦ୍ୱାରା କ’ଣ ଘଟେ…

ଲୋକମାନେ ପ୍ରାୟତଃ ବଜାରରୁ ବହୁ ପରିମାଣର ଫଳ ଏବଂ ପନିପରିବା କିଣି କିଛି ଦିନ ପାଇଁ ଫ୍ରିଜରେ ରଖନ୍ତି। କିଛି ଦିନ ମଧ୍ୟରେ ସେଗୁଡ଼ିକ ନଷ୍ଟ ହୋଇଯାଏ।…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri