Posted inଖେଳ

କିଏ ସେଇ ‘ସିଏସ୍‌କେ ଗର୍ଲ’; ଧୋନୀଙ୍କ ଛକା ଦେଖି ଯିଏ…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଶେଷ ଓଭରରେ ମ୍ୟାଚ୍‌କୁ ପଞ୍ଜାବ ଟିମ୍‌ ଜିତି ନେଇଥିଲା। ହେଲେ ଏହି ମ୍ୟାଚ୍‌ ବେଳେ ଜଣେ ମିଷ୍ଟ୍ରି ଗର୍ଲଙ୍କ ପ୍ରତିକ୍ରିୟା ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ପ୍ରଶଂସକମାନେ ତାଙ୍କ ଉପରେ ଫିଦା ହୋଇଥିବା କୁହାଯାଉଛି।

ଚେନ୍ନାଇର ବ୍ୟାଟିଂ ସମୟରେ ଅବନ୍ତି ରାଇଡୁ ଲଗାତର ଭାବେ ଚୌକା ଛକା ବର୍ଷା କରୁଥିଲେ। ଇନିଂସର ୧୬ତମ ଓଭରରେ ସେ ଲଗାତର ୩ ଛକା ମାରିଥିଲେ। ଏହି ସମୟରେ ଜଣେ ଯୁବତୀଙ୍କ ପ୍ରତିକ୍ରିୟା ଟେଲିଭିଜନ ପରଦାର ଦେଖିବାକୁ ମିଳିଥିଲା। ଏହାପରେ ତାଙ୍କର ଫଟୋ ଭାଇରାଲ ହୋଇଥିଲା।

ପରେ ଯୁବତୀଜଣଙ୍କ ପରିଚୟ ମିଳିଛି। ସେ ଅଭିନେତ୍ରୀ ଶ୍ରୁତି ତୁଳି ବୋଲି ଜଣାପଡ଼ିଛି। ସେ ଚେନ୍ନାଇର ଏହି ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମକୁ ଆସିଥିଲେ। ତାଙ୍କୁ ମ୍ୟାଚ୍‌ ସମୟରେ ତିନି ଥର ଟେଲିଭିଜନ ପରଦାରେ ଦେଖାଯାଇଥିଲା। ହଳଦିଆ ରଙ୍ଗର ପୋଷାକ ପିନ୍ଧି ସେ ଚେନ୍ନାଇକୁ ସମର୍ଥନ କରୁଥିଲେ। ଅବନ୍ତୀ-ଧୋନୀ ଛକା ମାରିବା ସମୟରେ ସେ ଖୁସିରେ ସେଲିବ୍ରେଶନ କରୁଥିଲେ।

 

View this post on Instagram

 

A post shared by Shruti Tuli (@shrutituli)

ଶ୍ରୁତି ନିଜେ ଇନଷ୍ଟାଗ୍ରାମରେ ତାଙ୍କର ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। ସେ ଏବେ ଭାଇରାଲ ହେଉଥିବା ବେଳେ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri