ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌ କରିଛି। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୭୪ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ବେଙ୍ଗାଲୁରୁ ପକ୍ଷରୁ ମାହିପାଲ୍‌ ଲୋମରୋର ୨୭ ବଲ୍‌ରୁ ୪୨ ରନ୍‌ର ପାଳି ଖେଳିଥିଲେ। ସେହିପରି ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ୩୮, ବିରାଟ କୋହଲି ୩୦,ଦୀନେଶ କାର୍ତ୍ତିକ ୨୬, ରଜତ ପଟିଦାର ୨୧ ରନ୍‌ କରିଥିଲେ। ଚେନ୍ନାଇ ପକ୍ଷରୁ ମହିଷ ଥିକିଷ୍ଣା ସର୍ବାଧିକ ୩ଟି ଉଇକେଟ୍‌ ନେଇଥିଲେ। ସେହିପରି ମୋଇନ ଅଲ୍ଲି ୨ ଏବଂ ଡ୍ବେନ୍‌ ପ୍ରେଟୋରିୟସ୍‌ ଗୋଟିଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ଦଳରୁ ଆହତ ବୋଲ୍ଟ, ଫର୍ଗୁସନ ବାଦ୍‌

ଓ୍ବେଲିଂଟନ, ୧୬।୧ (ପି.ଟି.)- ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଲାଗି ଦ୍ରୁତ...

ମୁହଁ ଖୋଲିଲେ ରାହାନେ, କୋହଲିଙ୍କୁ ନେଇ ଏମିତି କହିଲେ

ଚେନ୍ନାଇ,୪।୨: ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ବିଜୟରେ ଅଧିନାୟକ ଭାବରେ ଅଜିଙ୍କେ ରାହାଣେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଇଂଲଣ୍ଡ ବିପକ୍ଷ ଚ୍ୟାଲେଞ୍ଜିଂ ଟେଷ୍ଟ ସିରିଜରେ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଜାପାନକୁ ୩ୟ ସ୍ଥାନ

ଭୁବନେଶ୍ୱର, ୧୬।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଜାପାନ ତୃତୀୟ ସ୍ଥାନ ହାସଲ କରିଛି। ଶେଷ ମୁହୂର୍ତ୍ତରେ କେନ୍‌ତା...

ର଼୍ୟାକେଟ ବାଡ଼େଇ ଭାଙ୍ଗିଲେ ଟେନିସ ଖେଳାଳି

ସିନସିନାଟି,୧୫।୮(ଏଏଫ୍‌ପି)- ଟେନିସ କୋର୍ଟରେ କ୍ୱଚିତ ଖେଳାଳିମାନଙ୍କ ନିରାଶା ଦେଖିବାକୁ ମିଳେ। କୌଣସି ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଖେଳାଳି ଦର୍ଶକଙ୍କୁ ଗାଳି ଦେବା ସହ ସେମାନଙ୍କ ଉପରକୁ...

ଲୁକା କିଲିଆନ କରୋନା ଭାଇରସ୍‌ରେ ଆକ୍ରାନ୍ତ

ବର୍ଲିନ,୧୪ା୩ (ଏଏଫ୍‌ପି): ବୁଣ୍ଡେସଲିଗା ଟିମ୍‌ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍‌ବଲ...

ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍‌ ମାରିଛି ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ୍‌ଅଫ୍‌। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି,...

କୋହଲିଙ୍କ ନିଆରା ପ୍ରଶଂସକ, ହାତରେ ଦୀପ ଧରି ଏମିତି ଜାଳିଲେ

ଆଇପିଏଲର ୧୩ ସଂସ୍କରଣର ତୃତୀୟ ମ୍ୟାଚ ଡେଭିଡ ୱାର୍ଣ୍ଣରଙ୍କ ସନରାଇଜର୍ସ ହାଇଦ୍ରାବାଦ ଏବଂ ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଥିଲା। ଏହି...

ଦୁଇ ଦିନ ଖେଳାଇ ଦେଲାନି ବର୍ଷା, ତଥାପି ଜିତିଲା ପାକିସ୍ତାନ

ଢ଼ାକା,୮।୧୨: ପ୍ରଥମ ଦିନ ବର୍ଷା ବାଧକ ସାଜିବାରୁ ମାତ୍ର ୬.୨ ଓଭର ଖେଳ ସମ୍ଭବ ହୋଇପାରିଥିଲା। ଦ୍ୱିତୀୟ ଦିନ ସମାନ କାରଣରୁ ସମ୍ଭବ ହୋଇପାରି ନ...

Advertisement
Archives

Model This Week