Posted inଖେଳ

ସିଏସ୍‌କେ ଭାଗ୍ୟରେ ପଡ଼ିଲା ଟସ୍‌

ମୁମ୍ବାଇ,୩।୪: କ୍ରମାଗତ ଦୁଇଟି ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଭାଗରେ ପଡ଼ିଛି ଟସ୍‌। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି ରବୀନ୍ଦ୍ର ଜାଡେଜା। ଏଥିସହିତ ଚଳିତ ଆଇପିଏଲରେ ଚାଲିଥିବା ଟସ୍‌ ଜିତି ବୋଲିଂ ନେବା ଧାରା ଜାରି ରହିଛି।

ଏହି ମ୍ୟାଚ୍‌ ଲାଗି ସିଏସ୍‌କେ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ତୁଷାର ପାଣ୍ଡେଙ୍କ ବଦଳରେ କ୍ରିସ ଜୋର୍ଡାନଙ୍କୁ ସ୍ଥାନ ମିଳିଛି। ଅନ୍ୟପକ୍ଷରେ ପଞ୍ଜାବ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। ରାଜ ବାଓ୍ବା ଏବଂ ହରପ୍ରୀତ ବ୍ରାରଙ୍କ ବଦଳରେ ଦଳରେ ସ୍ଥାନ ପାଇଛନ୍ତି ବୈଭବ ଆରୋରା ଏବଂ ଜୀତେଶ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ସହ ଧୋକା:୧.୫ କୋଟି ଟଙ୍କା ଠକି ନେଲେ ସାଥୀ କ୍ରିକେଟର୍‌

ମୁମ୍ବାଇ,୨୪।୫: ଜଣେ ହରିୟାଣା କ୍ରିକେଟର ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କଠାରୁ ୧.୫ କୋଟିରୁ ଅଧିକ ଟଙ୍କା ଠକି ନେଇଛନ୍ତି। ସେହି କ୍ରିକେଟରଙ୍କ ନାମ ହେଉଛି...

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌: ଫାଇନାଲରେ ହାରିଲା ଭାରତ

ମେଲବୋର୍ନ,୧୨।୨(ପି.ଟି.)- ଓପ୍‌ନର ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଏଠାରେ ବୁଧବାର ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ ଫାଇନାଲରେ ଅଷ୍ଟ୍ରେଲିଆ...

ସେହ୍ବାଗଙ୍କ ବିସ୍ଫୋରକ ସଟ୍‌ ଦେଖି ଡରିଯାଉଥିଲେ ଏହି ଖେଳାଳି, କହୁଥିଲେ…

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ବୀରେନ୍ଦ୍ର ସେହ୍ବାଗ୍‌ ଯଦିଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିସାରିଛନ୍ତି କିନ୍ତୁ ଆଜି ବି ତାଙ୍କ ବ୍ୟାଟିଂକୁ ଦର୍ଶକ ଭୁଲି...

କ୍ରିକେଟ୍‌ରୁ ଦୂରେଇଲେ ଆଫ୍ରିଦୀ

କରାଚୀ,୧୩।୨: ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରୁ ରବିବାର ସନ୍ନ୍ୟାସ ନେଇଛନ୍ତି। ଅଣ୍ଟା ଜନିତ ଆହତ ସମସ୍ୟା ଯୋଗୁ ସିଜିନ...

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

ସୀମିତ ଓଭରରେ ସଫଳ ନ ହେଲେ ଭାରତ ୪-୦ରେ ଟେଷ୍ଟ ସିରିଜ ହାରିବ: କ୍ଲାର୍କ

ସିଡ୍‌ନୀ,୨୫।୧୧(ପି.ଟି.): ଅଷ୍ଟ୍ରେଲିଆରୁ ଭାରତ ଫେରିବା ପୂର୍ବରୁ ଅଧିନାକୟ ବିରାଟ କୋହଲିଙ୍କୁ ଦିନିକିଆ ଓ ଟି୨୦ ସିରିଜରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ ସହ ଉତ୍କୃଷ୍ଟ ନେତୃତ୍ୱ ପ୍ରତିପାଦନ କରିବାକୁ...

ଆଜି ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍‌ ସେମିଫାଇନାଲ: ଜାଣନ୍ତୁ କେବେ, କେଉଁଠାରେ ଦେଖିବେ ମ୍ୟାଚ୍‌

କେବଟାଉନ୍‌,୨୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଆଜି ଭାରତ-ଅଷ୍ଟ୍ରେଲିଆ ମୁକାବିଲା ହେବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ କେପଟାଉନରେ ଖେଳାଯିବ।...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଖେଳାଳି ଅକ୍ଷର ପଟେଲ ଏବଂ ମେହା ପଟେଲ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ମେହାଙ୍କୁ ଆଣିବା ପାଇଁ ଅକ୍ଷର ବର...

Advertisement
Archives

Model This Week