Posted inଖେଳ

ଧୋନୀ, ସିଏସ୍‌କେ ଫ୍ୟାନଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦୀର୍ଘ ଦିନର କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀଙ୍କୁ ଆଇପିଏଲର ଆଗାମୀ ୩ ସିଜନ ପାଇଁ ରିଟେନ କରିଛି। ଧୋନୀଙ୍କ ବ୍ୟତୀତ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ ଓପନର ରୁତୁରାଜ ଗାଏକ୍ୱାଡଙ୍କୁ ମଧ୍ୟ ବଜାୟ ରଖିବାକୁ ନିଷ୍ପତ୍ତି ନେଇଛି ଚେନ୍ନାଇ ଫ୍ରାଞ୍ଚାଇଜ। ଦୁହେଁ ସିଏସ୍‌କେକୁ ୨୦୨୧ ଆଇପିଏଲ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ବିସିସିଆଇର ନିୟମ ଅନୁଯାୟୀ, ପ୍ରତ୍ୟେକ ଫ୍ରାଞ୍ଚାଇଜ ସର୍ବାଧିକ ୪ ଖେଳାଳିଙ୍କୁ ଦଳରେ ବଜାୟ ରଖିପାରିବେ। ତେବେ ଚତୁର୍ଥ ଖେଳାଳି ଭାବେ ସିଏସ୍‌କେ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲିଙ୍କୁ ଦଳରେ ରଖିବାକୁ ଚାହୁଁଛି। ଏ ନେଇ ଫ୍ରାଞ୍ଚାଇଜ ପକ୍ଷରୁ ଆଲୋଚନା ଜାରି ରହିଛି।

ଆଇପିଏଲର ପରବର୍ତ୍ତୀ ସିଜନ ଭାରତରେ ଖେଳାଯିବା ବୋଲି ବିସିସିଆଇ ସମ୍ପାଦକ ଜୟ ଶାହ ସ୍ପଷ୍ଟ କରିସାରିଛନ୍ତି। ଏଣୁ ଚେନ୍ନାଇର ଟର୍ନିଂ ଟ୍ରାକରେ ଅଲି ସିଏସ୍‌କେ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରନ୍ତି। ଯଦି ଅଲି ସିଏସ୍‌କେରେ ରହିବାକୁ ମନା କରି ଦିଅନ୍ତି, ତେବେ ସିଏସ୍‌କେ ବାମହାତୀ ପେସର ସାମ କୁରାନଙ୍କୁ ଚତୁର୍ଥ ଖେଳାଳି ଭାବେ ରିଟେନ କରିପାରେ। ଆସନ୍ତା ୩୦ ତାରିଖ ସୁଦ୍ଧା ପ୍ରତ୍ୟେକ ଫ୍ରାଞ୍ଚାଇଜକୁ ରିଟେନ ଖେଳାଳିଙ୍କ ତାଲିକା ପୈଠ କରିବାକୁ ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅନ୍‌ଲାଇନ ଚେସ୍‌: ଆରିନ ଚାମ୍ପିୟନ, ରବୀନ୍ଦ୍ର ରନର୍ସଅପ୍‌

ଭୁବନେଶ୍ୱର, ୪।୫(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ଅଗ୍ରଣୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୭ତମ ଅନ୍‌ଲାଇନ୍‌ ଚେସ୍‌ରେ ଲୋୟଲା ସ୍କୁଲର ଆରିନ ଅନ୍ବେଷ...

ଅଭ୍ୟାସରେ ଯୋଗଦେଲେ ଷ୍ଟୋକ୍ସ

ସେଞ୍ଚୁରିୟନ,୨୬।୧୨(ଏଏଫ୍‌ପି)- ସ୍ଥାନୀୟ ସୁପରସ୍ପୋର୍ଟ ପାର୍କ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ...

ଦି ଓଳି ଖାଇବାକୁ ପାଉନାହାନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଦ୍ରୁତ ବୋଲର ପାଟ୍ରିକ ପାଟରସନ ଆର୍ଥିକ ଅଭାବ ସହ ସଂଘର୍ଷ କରୁଛନ୍ତି। ଏପରିକି ଦୁଇ ଓଳି ଖାଇବାକୁ ମଧ୍ୟ ତାଙ୍କ ପାଖରେ ଟଙ୍କା...

ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ

ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍‌ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍‌...

ସୁପର-୧୨ରେ ପହଞ୍ଚିଲା ଶ୍ରୀଲଙ୍କା, ନେଦରଲାଣ୍ଡ୍ସ

ଜିଲଙ୍ଗ,୨୦ା୧୦: ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍‌ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ...

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ...

ମାରାଡୋନାଙ୍କୁ ଅନ୍ତିମ ବିଦାୟ

ବୁଏନସଏରିଜ୍‌: ଶୋକାକୁଳ ପରିବେଶରେ ଗୁରୁବାର ଡିଏଗୋ ମାରାଡୋନାଙ୍କ ଶେଷକୃତ ସମ୍ପନ୍ନ ହୋଇଛି। ଫୁଟ୍‌ବଲପ୍ରେମୀମାନେ ସେମାନଙ୍କ ପ୍ରିୟ ଫୁଟ୍‌ବଲରଙ୍କୁ ଅନ୍ତିମ ବିଦାୟୀ ଜଣାଇବା ଲାଗି ପ୍ରବଳ ଭିଡ଼...

ଦୁର୍ଘଟଣାରେ ପ୍ରାଣ ହରାଇଲେ ଦକ୍ଷିଣ ଆଫ୍ରିକା ଫୁଟବଲର

ଜୋହାନ୍ସବର୍ଗ, ୧୩।୧୨- ଦକ୍ଷିଣ ଆଫ୍ରିକୀୟ ଅନ୍ତର୍ଜାତୀୟ ଡିଫେଣ୍ଡର ମୋଟ୍‌ଜେକ ମଦିଶା ରବିବାର ଜୋହାନ୍ସବର୍ଗରେ ହୋଇଥିବା ଏକ କାର୍‌ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏ ନେଇ ରବିବାର...

Advertisement
Archives

Model This Week