ନୂଆଦିଲ୍ଲୀ, ୨୦ା୫ (ପି.ଟି.): ଆଇପିଏଲ୍ର ଶନିବାର ଦୁଇଟି ମ୍ୟାଚ ଖେଳାଯିବ। ଦିଲ୍ଲୀରେ ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବାକୁ ଥିବାବେଳେ କୋଲକାତା ନାଇଟ ରାଇଡର୍ସ(କେକେଆର) ବନାମ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ମ୍ୟାଚ କୋଲକାତାର ଇଡେନଗାର୍ଡେନ୍ସଠାରେ ହେବ। ବର୍ତ୍ତମାନ ସ୍ଥିତିରେ ସିଏସ୍କେ ୧୩ଟି ଗେମ୍ରୁ ୧୫ ପଏଣ୍ଟ ସହ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି।
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…
ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍
ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…
ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା
ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…
ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର
ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…
ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ
ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…
କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…
ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍ କାମ, ନହେଲେ ଉଠାଇପାରିବେନି ଟଙ୍କା?
ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…
ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

