Posted inଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କେକେଆର

କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। କେକେଆର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇବ।

ଅନ୍ୟପେ୪, ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ରହିଥିବା ସିଏସକେ ପଞ୍ଚମ ବିଜୟ ଉପରେ ନଜର ରଖିଛି। ତେବେ ଦଳ ୬ ଟି ମ୍ୟାଚ ମଧ୍ୟରୁ ୨ ଟି ପରାଜୟ ହୋଇ ଚାରିଟିରେ ବିଜୟ ହୋଇଛି। ସେହିପରି କେକେଆର ୬ଟି ମ୍ୟାଚରୁ ୨ଟି ଜିତି ୪ଟିରେ ହାରିଛି। ଦଳ ପଏଣ୍ଟ ଟେବୁଲର ୮ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ମାଟିରେ ଇତିହାସ ରଚିଲେ ଗୁରନୁର: କଲେ ଏମିତି କାରନାମା

ୱେଲିଂଟନ,୭।୧୧: ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହୋଇଛି ନ୍ୟୁଜିଲାଣ୍ଡ। ଶନିବାର ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ଘରୋଇ ଦଳକୁ ମାତ୍ର…

୨ ଦିନ ଧରି ନିଖୋଜ ଥିଲେ ଯବାନ, ଆଜି ଗଛରେ ଝୁଲୁଥିଲା ମୃତଦେହ, ଘଟଣାସ୍ଥଳରୁ…

ଲଖନପୁର,୭ା୧୧(ଗୌତମ ସାହୁ): ଦୁଇଦିନ ଧରି ନିଖୋଜ ଥିବା ଜଣେ ଓଏସ୍‌ପି ଯବାନଙ୍କ ଝୁଲନ୍ତା ମୃତଦେହକୁ ସୁନ୍ଦରଗଡ଼ ଜିଲା ହେମଗିରି ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯବାନ…

ପ୍ରଧାନଶିକ୍ଷୟିତ୍ରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ: ସ୍କୁଲ ଫାଟକରେ ତାଲା ପକାଇଲେ ଅଭିଭାବକ

ବଞ୍ଚୋ,୭ା୧୧(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ପୌରପାଳିକାର ୧ ନମ୍ବର ଓ୍ବାର୍ଡ ଅଧୀନରେ ଥିବା ବିରିବଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟବସ୍ଥାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ…

ମହମ୍ମଦ ଶାମି ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌: ଜାଣନ୍ତୁ କେତେ କୋଟିର ମାଲିକ ଏହି ଷ୍ଟାର୍‌ ପେସର୍‌

ନୂଆଦିଲ୍ଲୀ,୭।୧୧:ଭାରତୀୟ କ୍ରିକେଟ୍‌ର ଅନ୍ୟତମ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀର୍ଘ ଦିନ ଧରି ଭାରତୀୟ ଟେଷ୍ଟ ଦଳକୁ ଫେରିବା…

ଦିନିକିଆ କ୍ରିକେଟ ଇତିହାସରେ ନ୍ୟୁଜିଲ୍ୟାଣ୍ଡର ସବୁଠାରୁ କମ ସ୍କୋର; ଗୁରନୁର ବ୍ରାରଙ୍କ ଘାତକ ବୋଲିଂ

ନୂଆଦିଲ୍ଲୀ,୭।୧୧: ଟେଷ୍ଟ ମ୍ୟାଚ ଶୈଳୀରେ ବ୍ୟାଟିଂ କରି ନ୍ୟୁଜିଲ୍ୟାଣ୍ଡ ୧୩୪ ରନ ସଂଗ୍ରହ କରିଛି। ବର୍ଷା କାରଣରୁ ଖେଳ ଆରମ୍ଭ ହେବାରେ ବିଳମ୍ବ ହୋଇଥିଲା ଏବଂ ପରବର୍ତ୍ତୀ…

IND vs NZ 2nd ODI: ଭାରତୀୟ ବୋଲରଙ୍କ ଜବରଦସ୍ତ ପ୍ରତ୍ୟାବର୍ତ୍ତନ; ୧୩୪ ରନରେ ଅଲଆଉଟ ହେଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତୀୟ ଦଳ ଚମତ୍କାର ବୋଲିଂ ପ୍ରଦର୍ଶନ କରି ନ୍ୟୁଜିଲ୍ୟାଣ୍ଡକୁ ମାତ୍ର ୧୩୪ ରନରେ ଅଲଆଉଟ କରିଦେଇଛି, ଫଳରେ ଭାରତକୁ…

କମାଲ୍‌ କଲେ ଗୁରନୁର: ଗୋଟିଏ ଓଭରରେ ଦେଲେ ଡବଲ ଝଟକା, ଚାପରେ ନ୍ୟୁଜିଲାଣ୍ଡ

ୱେଲିଂଟନ,୭।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଅଧିନାୟକ ଶୁଭମନ ଗିଲ ଟସ…

ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍‌ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?