Posted inଖେଳ

୪୧ ତମ ମ୍ୟାଚରେ ସିଏସକେ-ପିବିକେଏସ ଲଢ଼େଇ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ରବିବାର ଅପରାହ୍ନ ସାଢ଼େ ୩ଟାରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ)କୁ ଭେଟିବ। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ପଞ୍ଜାବ ବ୍ୟାଟ୍ସମ୍ୟାନଙ୍କର କଡ଼ା ପରୀକ୍ଷା କରାଯିବ। ଏହି ମ୍ୟାଚ ରେ ସ୍ପିନ ବୋଲରଙ୍କ ପ୍ରାଧାନ୍ୟ ଦେଖାଯିବାର ସମ୍ଭାବନା ରହିଛି। ଗତ ମ୍ୟାଚରେ ଉଭୟ ଦଳ ପରାଜୟର ସମ୍ମୁଖୀନ ହୋଇଛନ୍ତି। ଚେନ୍ନାଇ ରାଜସ୍ଥାନ ରୟାଲ୍ସ ଠାରୁ ୩୨ ରନରେ ପରାଜିତ ହୋଇଥିବାବେଳେ ପଞ୍ଜାବ ଲକ୍ଷ୍ନୌସୁପର ଜ୍ୟାଣ୍ଟସ ଠାରୁ ୫୬ ରନରେ ପରାସ୍ତ ହୋଇଥିଲା। ଉଭୟ ଦଳ ବିଜୟ ଟ୍ରାକକୁ ଫେରିବାକୁ ଚାହିଁବେ।

ଚେନ୍ନାଇ ସୁପର କିଙ୍ଗ୍ସ ପ୍ଲେ୍‌ଇଙ୍ଗ ୧୧ରେ ଡିଭନ କନୱେ, ରିତୁରାଜ ଗାଇକୱାଡ, ଅଜିଙ୍କ୍ୟ ରାହାନେ, ବେନ ଷ୍ଟୋକ୍ସ, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନି (ଅଧିନାୟକ/ ୱିକେଟ କିପର), ତୁଷାର ଦେଶପାଣ୍ଡେ, ମହିଷ ତେକ୍ଷାନା, ମାଥିଶା ପାଥିରାନା, ଆକାଶ ସିଂ ପ୍ରମୁଖ ଅଛନ୍ତି।

ସେହିପରି ପଞ୍ଜାବ କିଙ୍ଗ୍ସ ପ୍ଲେ୍‌ଇଙ୍ଗ ୧୧ରେ ଶିଖର ଧାୱନ (ଅଧିନାୟକ), ଅଥର୍ଭା ଟେଡେ, ଲିଆମ ଲିଭିଙ୍ଗଷ୍ଟୋନ, ସିକନ୍ଦର ରଜା, ଜିତେଶ ଶର୍ମା (ୱିକେଟ କିପର), ସାମ କରଣ, ଶାହରୁଖ ଖାନ, ହରପ୍ରୀତ ବରାଡ, କାଗିସୋ ରବାଡା, ରାହୁଲ ଚହର, ଅର୍ଶଦୀପ ସିଂ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri