Posted inଖେଳ

୪୧ ତମ ମ୍ୟାଚରେ ସିଏସକେ-ପିବିକେଏସ ଲଢ଼େଇ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ରବିବାର ଅପରାହ୍ନ ସାଢ଼େ ୩ଟାରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ)କୁ ଭେଟିବ। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ପଞ୍ଜାବ ବ୍ୟାଟ୍ସମ୍ୟାନଙ୍କର କଡ଼ା ପରୀକ୍ଷା କରାଯିବ। ଏହି ମ୍ୟାଚ ରେ ସ୍ପିନ ବୋଲରଙ୍କ ପ୍ରାଧାନ୍ୟ ଦେଖାଯିବାର ସମ୍ଭାବନା ରହିଛି। ଗତ ମ୍ୟାଚରେ ଉଭୟ ଦଳ ପରାଜୟର ସମ୍ମୁଖୀନ ହୋଇଛନ୍ତି। ଚେନ୍ନାଇ ରାଜସ୍ଥାନ ରୟାଲ୍ସ ଠାରୁ ୩୨ ରନରେ ପରାଜିତ ହୋଇଥିବାବେଳେ ପଞ୍ଜାବ ଲକ୍ଷ୍ନୌସୁପର ଜ୍ୟାଣ୍ଟସ ଠାରୁ ୫୬ ରନରେ ପରାସ୍ତ ହୋଇଥିଲା। ଉଭୟ ଦଳ ବିଜୟ ଟ୍ରାକକୁ ଫେରିବାକୁ ଚାହିଁବେ।

ଚେନ୍ନାଇ ସୁପର କିଙ୍ଗ୍ସ ପ୍ଲେ୍‌ଇଙ୍ଗ ୧୧ରେ ଡିଭନ କନୱେ, ରିତୁରାଜ ଗାଇକୱାଡ, ଅଜିଙ୍କ୍ୟ ରାହାନେ, ବେନ ଷ୍ଟୋକ୍ସ, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନି (ଅଧିନାୟକ/ ୱିକେଟ କିପର), ତୁଷାର ଦେଶପାଣ୍ଡେ, ମହିଷ ତେକ୍ଷାନା, ମାଥିଶା ପାଥିରାନା, ଆକାଶ ସିଂ ପ୍ରମୁଖ ଅଛନ୍ତି।

ସେହିପରି ପଞ୍ଜାବ କିଙ୍ଗ୍ସ ପ୍ଲେ୍‌ଇଙ୍ଗ ୧୧ରେ ଶିଖର ଧାୱନ (ଅଧିନାୟକ), ଅଥର୍ଭା ଟେଡେ, ଲିଆମ ଲିଭିଙ୍ଗଷ୍ଟୋନ, ସିକନ୍ଦର ରଜା, ଜିତେଶ ଶର୍ମା (ୱିକେଟ କିପର), ସାମ କରଣ, ଶାହରୁଖ ଖାନ, ହରପ୍ରୀତ ବରାଡ, କାଗିସୋ ରବାଡା, ରାହୁଲ ଚହର, ଅର୍ଶଦୀପ ସିଂ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri