ଦୁବାଇ,୨୫।୧୦: ଆଇପିଏଲର ୪୪ତମ ମୁକାବିଲାରେ ଚେନ୍ନାଇ ସୁପର କିଙ୍ଗସ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୮ ଉଇକେଟ୍ରେ ପରାସ୍ତ କରିଛି। ବେଙ୍ଗାଲୁରୁ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବେଙ୍ଗାଲୁରୁ ଟିମ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ଉଇକେଟ ହରାଇ ୧୪୫ ରନ କରିଥିଲା। ଚେନ୍ନାଇ ୧୮.୪ ଓଭରରେ ୨ଟି ଉଇକେଟ ହରାଇ ୧୫୦ ରନ କରି ଲକ୍ଷ ସ୍ଥଳରେ ପହଞ୍ଚି ଥିଲା। ଚଳିତ ଟୁର୍ଣ୍ଣାମେଣ୍ଟରେ ଚେନ୍ନାଇର ପ୍ରଦର୍ଶନ ନୈରାଶ୍ୟଜନକ ରହିଆସିଛି। ଚେନ୍ନାଇ ଏପର୍ଯ୍ୟନ୍ତ ୧୨ ମ୍ୟାଚରୁ ୪ ବିଜୟ ସହ ପଏଣ୍ଟ ଟେବୁଲର ୭ତମ ସ୍ଥାନରେ ରହିଛି। ଆରସିବିର ପ୍ଲେଅଫ ଯିବା ଏକପ୍ରକାର ନିଶ୍ଚିତ ହୋଇସାରିଥିବା ବେଳେ ଚେନ୍ନାଇ ସମ୍ମାନ ରକ୍ଷା ପାଇଁ ଖେଳିଥିଲା।
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..
ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…
ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
Archives

