Posted inଖେଳ

ଆରସିବିକୁ ଜିତିବାକୁ ହେଲେ କରିବାକୁ ପଡ଼ିବ ୨୨୭ ରନ୍‌…

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ ସିଏସକେ ୬ ଓ୍ବିକେଟ ହରାଇ ୨୨୬ ରନ୍‌ କରିଥିଲା। ଫଳରେ ଆରସିବି ପାଇଁ ବିଜୟ ଲକ୍ଷ୍ୟ ୨୨୭ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri