Posted inଖେଳ

ସିଏସକେକୁ ହରାଇ ଆରଆର ବିଜୟ…

ଚେନ୍ନାଇ,୧୨।୪: ଆଇପିଏଲ ସିରିଜ ୧୬ର ୧୭ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ରାଜସ୍ଥାନ ରୟାଲର୍ସ (ଆରଆର) ବିଜୟ ହୋଇଛି।

 

୨୦ ଓଭରରେ ଆରଆର ୮ ଉଇକେଟ୍ ହରାଇ ୧୭୫ ରନ କରିଥିଲା। ଫଳରେ ସିଏସକେ ପାଇଁ ବିଜୟ ଲକ୍ଷ୍ୟ ୧୭୬ ରନ ରହିଥିଲା।

ଧାର୍ଯ୍ୟ ୧୭୬ ରନ ଲକ୍ଷ୍ୟର ପିଛା କରି ସିଏସକେ ୨୦ ଓଭରରେ ୬ଉଇକେଟ ହରାଇ ୧୭୨ ରନ ସଂଗ୍ରହ କରିଥିଲା । ଫଳରେ ଆରଆରଠାରୁ ୩ ରନରେ ସିଏସକେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri