Posted inଖେଳ

ଟସ୍‌ ଜିତି ବୋଲିଂ ନେଲା ସିଏସକେ

ଚେନ୍ନାଇ,୧୨।୪: ଆଇପିଏଲ ସିରିଜ ୧୬ର ୧୭ତମ ମ୍ୟାଚ ବୁଧବାର ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ରାଜସ୍ଥାନ ରୟାଲର୍ସ (ଆରଆର) ମଧ୍ୟରେ ଖେଳାଯାଉଛି।
ତେବେ ମ୍ୟାଚରେ ସିଏସକେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆରଆର ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।

ସିଏସକେ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଥିବା ବେଳେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ରହିଛନ୍ତି। ଉଭୟ ଦଳ ତିନିଟି ଲେଖାଏଁ ମ୍ୟାଚ ଖେଳିଛନ୍ତି ଏବଂ ଉଭୟେ ଚାରୋଟି ପଏଣ୍ଟ ପାଇଛନ୍ତି। ଉନ୍ନତ ନେଟ ରନ ରେଟ ଯୋଗୁ ରାଜସ୍ଥାନ ଦ୍ୱିତୀୟ ସ୍ଥାନରେ ରହିଛି। ଏଥି ସହିତ ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri