Posted inଖେଳ

୭ ଓ୍ବିକେଟରେ ଜିତିଲା ସିଏସକେ…

ମୁମ୍ବାଇ,୮।୪ : ଆଇପିଏଲ ସିରିଜ ୧୬ର ୧୨ ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)କୁ  ୭ ଓ୍ବିକେଟରେ ପରାଜିତ କରିଛି । ଧାର୍ଯ୍ୟ ୧୫୮ ରନ ଲକ୍ଷ୍ୟର ପିଛା କରି ସିଏସକେ ୧୮.୧ ଓଭରରେ ୩ ୱିକେଟ ହରାଇ ୧୫୯ ସଂଗ୍ରହ କରିଥିଲା । ସିଏସକେ ପକ୍ଷରୁ ଋତୁରାଜ ଗାଏକ୍ୱାଡେ ୪୦ ରନ କରିଥିବାବେଳେ ଆଜିଙ୍କ୍ୟ ରାହାଣେ ୬୧, ଶିବମ ଦୁବେ ୨୮, ଅମ୍ବାତି ରାୟଡୁ ୨୦ ରନ କରିଥିଲେ ।

ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ସିଏସକେ ଟସଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଏମଏସ ଧୋନିଙ୍କ ନେୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିବାବେଳେ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଏମଆଇ ଦଳ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ ଏମଆଇ ୮ ଓ୍ବିକେଟରେ ୧୫୭ ରନ କରିଥିଲା। ଫଳରେ ସିଏସକେ ପାଇଁ ବିଜୟ ଲକ୍ଷ୍ୟ ୧୫୮ ରନ ରହିଥିଲା।

ଏମଆଇ ପକ୍ଷରୁ ରୋହିତ ଶର୍ମା ୨୧ ରନ କରିଥିବାବେଳେ ଇଶାନ କିଶନ ୩୨, କ୍ୟାମେରନ ଗ୍ରୀନ ୧୨,ତିଲକ ବର୍ମା ୨୨, ଟିମ ଡେଭିଡ ୩୧, ହ୍ରିତିକ ଶୋକେନ ୧୮ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri