Posted inଖେଳ

୭୭ ରନରେ ଜିତିଲା ସିଏସକେ…

ନୂଆଦିଲ୍ଲୀ,୨୦।୫ : ଆଇପିଏଲ ୨୦୨୩ର ୬୭ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି ) ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗ୍ଦ(ସିଏସକେ) ରନରେ ବିଜୟ ହାସଲ କରିଛି।
ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୪୬ ରନ କରିଥିଲା।

ଡିସି ପକ୍ଷରୁ ଡେଭିଡ ଓ୍ବାର୍ନର ୮୬ ରନ କରିଥିବାବେଳେ ୟଶ ଧୁଲ ୧୩ ରନ, ଅକ୍ଷର ପଟେଲ ୧୫ ରନ କରିଥିଲେ।

ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଏସଏମ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ସିଏସକେ ଦଳ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ସିଏସକେ ଦଳ ୩ ଓ୍ବିକେଟ ହରାଇ ୨୨୩ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୨୨୪ ରନ ରହିଛି।

ସିଏସକେ ପକ୍ଷରୁ ଋତୁରାଜ ଗାଇକ୍ୱାଡ ୭୯ ରନ କରିଥିବାବେଳେ ଡେଭୋନ କୋନଓ୍ବେ ୮୭ ରନ, ଶିବମ ଦୁବେ ୨୨ ରନ, ଏମଏସ ଧୋନି ୫ ରନ ,ରବିନ୍ଦ୍ର ଜାଡେଜା ୨୦ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri