Posted inଖେଳ

୭୭ ରନରେ ଜିତିଲା ସିଏସକେ…

ନୂଆଦିଲ୍ଲୀ,୨୦।୫ : ଆଇପିଏଲ ୨୦୨୩ର ୬୭ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି ) ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗ୍ଦ(ସିଏସକେ) ରନରେ ବିଜୟ ହାସଲ କରିଛି।
ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୪୬ ରନ କରିଥିଲା।

ଡିସି ପକ୍ଷରୁ ଡେଭିଡ ଓ୍ବାର୍ନର ୮୬ ରନ କରିଥିବାବେଳେ ୟଶ ଧୁଲ ୧୩ ରନ, ଅକ୍ଷର ପଟେଲ ୧୫ ରନ କରିଥିଲେ।

ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଏସଏମ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ସିଏସକେ ଦଳ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ସିଏସକେ ଦଳ ୩ ଓ୍ବିକେଟ ହରାଇ ୨୨୩ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୨୨୪ ରନ ରହିଛି।

ସିଏସକେ ପକ୍ଷରୁ ଋତୁରାଜ ଗାଇକ୍ୱାଡ ୭୯ ରନ କରିଥିବାବେଳେ ଡେଭୋନ କୋନଓ୍ବେ ୮୭ ରନ, ଶିବମ ଦୁବେ ୨୨ ରନ, ଏମଏସ ଧୋନି ୫ ରନ ,ରବିନ୍ଦ୍ର ଜାଡେଜା ୨୦ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?