Posted inଖେଳ

ଟସ ଜିତିଲା ସିଏସକେ, ପ୍ରଥମେ ବ୍ୟାଟିଂ…

ଚେନ୍ନାଇ,୧୪।୫ : ଆଇପିଏଲ ୨୦୨୩ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ରବିବାର ରୟାଲ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)କୁ ଭେଟିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ଏମଏସ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି କେକେଆର ଦଳ ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri