Categories: ଖେଳ

ଟସ ଜିତିଲା ସିଏସକେ, ପ୍ରଥମେ ବ୍ୟାଟିଂ…

ଚେନ୍ନାଇ,୧୪।୫ : ଆଇପିଏଲ ୨୦୨୩ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ରବିବାର ରୟାଲ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)କୁ ଭେଟିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ଏମଏସ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି କେକେଆର ଦଳ ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଛି।

Share