ସିଏସ୍‌କେର ପ୍ରଥମ ବିଜୟ…

ମୁମ୍ବାଇ, ୧୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍‌ (ସିଏସ୍‌କେ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍‌ସିବି) ବିପକ୍ଷରେ ପ୍ରଥମ ବିଜୟ  ହାସଲ କରିଛି ।  ଧାର୍ଯ୍ୟ ୨୧୭ ରନ୍ ଲକ୍ଷ୍ୟର ପିଛା କରି ଆରସିବି  ୨୦ ଓଭରରେ  ୯ ୱିକେଟ ହରାଇ  ୧୯୩ ରନ୍ କରିବାକୁ ସକ୍ଷମ ହୋଇଛି ।

ଆର୍‌ସିବି ପକ୍ଷରୁ ଅଧିନାୟକ ଫପ୍ ଡୁ ପ୍ଲେସିସ୍  ୯ ବଲରେ ୮ ରନ ସଂଗ୍ରହ କରିଥିବାବେଳେ ଅନୁଜ ରାୱତ ୧୬ ବଲରେ  ୧୫ ରନ କରିଥିଲେ । ସେହିପରି ବିରାଟ କୋହଲି ୩ ବଲରେ  ୧ ରନ ସଂଗ୍ରହ କରିଥିଲେ । ଗ୍ଲେନ୍ ମାକ୍ସ ୱେଲ୍ ୧୧ ବଲରେ ୨୬, ଶାହବାଜ ଅହମ୍ମଦ ୨୭ ବଲରେ ୪୧, ସୂୟାଶ ପ୍ରଭୁଦେଶାଇ ୧୮ ବଲରେ ୩୪, ଦିନେଶ  ୧୪ ବଲରେ  ୩୪  ରନ୍ କରିଥିଲେ ।

ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆର୍‌ସିବିର ଅଧିନାୟକ ରବିନ୍ଦ୍ର ଜାଡ଼େଜା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ହେଇଥିଲେ। ସିଏସ୍‌କେ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଓ୍ବିକେଟ ହରାଇ ୨୧୬ ରନ୍‌ କରିଥିଲେ। ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୨୧୭ ରନ୍‌ ରହିଛି।

ସିଏସ୍‌କେ ପକ୍ଷରୁ ରବିନ୍‌ ଉଥପ୍ପା ଏବଂ ଶିବମ୍‌ ଦୁବେ ବିସ୍ଫୋରକ ବ୍ୟାଟିଂ କରିଥିଲେ। ରବିନ୍‌ ୫୦ ବଲ୍‌ରେ ୮୮ ରନ୍‌ ସଂଗ୍ରହ କରିଥିବାବେଳେ ଶିବମ୍‌ ୪୬ ବଲ୍‌ରେ ୯୫ ରନ୍‌ କରି ଅପରାଜିତ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri