ଦଲାଇ ଲାମାଙ୍କ ଛବି ଖରାପ କରିବାକୁ ଚେଷ୍ଟା କରୁଛି ଚାଇନା

ବେଜିଂ,୧୪।୪: ଦଲାଇ ଲାମାଙ୍କ ଦ୍ୱାରା ଶିଶୁଙ୍କୁ ଚୁମ୍ବନ ଦେବା ମାମଲା ଥଣ୍ଡା ହେବାର ନଜର ଆସୁନାହିଁ। ଏବେ ଭାରତରେ କେନ୍ଦ୍ରୀୟ ତିବ୍ବତ ପ୍ରଶାସନର ଜଣେ ଶୀର୍ଷ ରାଜନେତ ଚାଇନା ଉପରେ ଅଭିଯୋଗ କରି କରିଛନ୍ତି, ନିକଟରେ ଭାଇରାଲ ହୋଇଥିବା ଭିଡିଓକୁ ନେଇ ତିବ୍ବତ ଲୋକଙ୍କୁ ଆଘାତ ଲାଗିଛି। ଏହା ପଛରେ ଚାଇନାକୁ ସମର୍ଥନ କରୁଥିବା ଲୋକଙ୍କ ହାତ ରହିଛି। ଆଧ୍ୟାତ୍ମିକ ନେତାଙ୍କୁ କଳଙ୍କିତ କରିବାକୁ ଚେଷ୍ଟା କରାଯାଉଛି।

କେନ୍ଦ୍ରୀୟ ତିବ୍ବତ ପ୍ରଶାସନର ସିକ୍ୱୋଂଗ ପେନ୍ପା ତ୍ସେରିଂଗ ଅଭିଯୋଗ କରିଛନ୍ତି କି ଚାଇନା ତିବ୍ବତ ଉପରେ କଡା ଶାସନ ଜାହିର କରୁଛି। ଏହାସହ ଅନ୍ତରାଷ୍ଟ୍ରୀୟ ସ୍ତରରେ ବୈଧତା ହାସଲ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri