ଦଲାଇ ଲାମାଙ୍କ ଛବି ଖରାପ କରିବାକୁ ଚେଷ୍ଟା କରୁଛି ଚାଇନା

ବେଜିଂ,୧୪।୪: ଦଲାଇ ଲାମାଙ୍କ ଦ୍ୱାରା ଶିଶୁଙ୍କୁ ଚୁମ୍ବନ ଦେବା ମାମଲା ଥଣ୍ଡା ହେବାର ନଜର ଆସୁନାହିଁ। ଏବେ ଭାରତରେ କେନ୍ଦ୍ରୀୟ ତିବ୍ବତ ପ୍ରଶାସନର ଜଣେ ଶୀର୍ଷ ରାଜନେତ ଚାଇନା ଉପରେ ଅଭିଯୋଗ କରି କରିଛନ୍ତି, ନିକଟରେ ଭାଇରାଲ ହୋଇଥିବା ଭିଡିଓକୁ ନେଇ ତିବ୍ବତ ଲୋକଙ୍କୁ ଆଘାତ ଲାଗିଛି। ଏହା ପଛରେ ଚାଇନାକୁ ସମର୍ଥନ କରୁଥିବା ଲୋକଙ୍କ ହାତ ରହିଛି। ଆଧ୍ୟାତ୍ମିକ ନେତାଙ୍କୁ କଳଙ୍କିତ କରିବାକୁ ଚେଷ୍ଟା କରାଯାଉଛି।

କେନ୍ଦ୍ରୀୟ ତିବ୍ବତ ପ୍ରଶାସନର ସିକ୍ୱୋଂଗ ପେନ୍ପା ତ୍ସେରିଂଗ ଅଭିଯୋଗ କରିଛନ୍ତି କି ଚାଇନା ତିବ୍ବତ ଉପରେ କଡା ଶାସନ ଜାହିର କରୁଛି। ଏହାସହ ଅନ୍ତରାଷ୍ଟ୍ରୀୟ ସ୍ତରରେ ବୈଧତା ହାସଲ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri