ସିୟୁ ଭାରତର ନଂ.୧ ଘରୋଇ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ,୧୦।୭: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଚଣ୍ଡିଗଡ଼ ୟୁନିଭର୍ସିଟି (ସିୟୁ)କୁ ନିକଟରେ ଆଉ ଏକ ଜାତୀୟ ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, କ୍ୟୁଆକ୍‌ୟୁରେଲି ସିମଣ୍ଡସ (କ୍ୟୁଏସ୍‌) ଓ୍ବାର୍ଲଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ (ଡବ୍ଲ୍ୟୁୟୁଆର)-୨୦୨୪ ପକ୍ଷରୁ ନିକଟରେ ଘରୋଇ ବିଶ୍ୱବିଦ୍ୟାଳୟଗୁଡିକର ମାନ୍ୟତା (ର଼୍ୟାଙ୍କିଙ୍ଗ୍‌) ସୂଚୀ ପ୍ରକାଶ କରାଯାଇଥିଲା। ଉକ୍ତ ସୂଚୀ ଅନୁସାରେ ସିୟୁ ସାମଗ୍ରିକ ଭାବେ ୭୭୧ ରୁ ୭୮୦ ନମ୍ବର ମଧ୍ୟରେ ସ୍ଥାନ ପାଇ ଭାରତର ୧ ନମ୍ବର ଘରୋଇ ବିଶ୍ୱବିଦ୍ୟାଳୟ ଭାବେ ସ୍ବୀକୃତି ଲାଭ କରିଛି। ବିଶେଷକରି କ୍ୟୁଏସ୍‌ ଡବ୍ଲ୍ୟୁୟୁଆର୍‌-୨୦୨୪ରେ ମୋଟ ୨୯୬୩ ଟି ଶିକ୍ଷାନୁଷ୍ଠାନର ମାନ ଓ ଭିତ୍ତିଭୂମି ଆଧାରରେ ଉକ୍ତ ସୂଚୀ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri