ଭାସିଯାଉଥିଲେ ଦୁଇ ବାର୍‌ହା ଛୁଆ, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଘୋଡ଼ାହାଡ଼ କେନାଲରେ ଭାସିଯାଉଥିବା ଦୁଇଟି ବାର୍‌ହା ଛୁଆଙ୍କୁ ଦିଗପହଣ୍ଡି ଅଗ୍ନିଶମ ବାହିନୀର କର୍ମଚାରୀମାନେ ଉଦ୍ଧାର କରିଥିବା ଜଣାପଡ଼ିଛ।

ସୂଚନାଯୋଗ୍ୟ, ବାର୍‌ହା ଛୁଆ ଧାନଫସଲ ଖାଇବାକୁ ଆସି ବୁଧବାର ପାହାନ୍ତିଆ ସମୟରେ ଘୋଡ଼ାହାଡ଼ ନାଳ ପାର ହୋଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ କୌଣସି କାରଣବଶତଃ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଖବର ପାଇ ଦିଗପହଣ୍ଡି ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି କୌଶଳକ୍ରମେ ବାର୍‌ହା ଛୁଆ ଦୁଇଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?