ସନ୍‌ଟ୍ୟାନ୍‌ କମାଇବ କାକୁଡ଼ି

ଖରାଦିନ ଆସିଲେ ସନ୍‌ଟ୍ୟାନ୍‌ ବଢ଼ାଇଦିଏ ଅନେକଙ୍କ ଟେନ୍‌ସନ । ଏହାକୁ ଦୂରେଇବା ଲାଗି ଅନେକେ ବିୟୁଟିପାର୍ଲର ଯିବାଠୁ ଆରମ୍ଭକରି ବିଭିନ୍ନ ପ୍ରଡକ୍ଟ ବ୍ୟବହାର କରିବାକୁ ପଛାନ୍ତି ନାହିଁ। ହେଲେ ଆପଣ ଚାହିଁଲେ କାକୁଡ଼ି ବ୍ୟବହାର କରି ସନ୍‌ଟ୍ୟାନ୍‌ ଦୂରେଇପାରିବେ…

ଭଲ ଭାବେ ଗ୍ରାଇଣ୍ଡକରି ସେଥିରେ ଅଳ୍ପ ଓଟ୍‌ମିଲ୍‌ ଏବଂ ମହୁ ମିଶାନ୍ତୁ। ଏହି ମାସ୍କକୁ ମୁହଁରେ ଲଗାଇ ୧୫ ମିନିଟ୍‌ ରଖିବା ପରେ ଧୋଇଦିଅନ୍ତୁ। ଏହା ସନ୍‌ବର୍ନ ଏବଂ ଟ୍ୟାନ୍‌ ଦୂରକରିବା ଲାଗି ସବୁଠୁ ଭଲ ଉପାୟ।
ଟୋନର ଭାବେ କାକୁଡ଼ିକୁ ବ୍ୟବହାର କଲେ ଟ୍ୟାନ୍‌ ସମସ୍ୟା ଦୂର ହୋଇଥାଏ। ଏଥିପାଇଁ କାକୁଡ଼ିର ଚୋପା ଛଡ଼ାଇ ଏହାକୁ ଗ୍ରାଇଣ୍ଡ କରିବା ପରେ ଭଲ ଭାବେ ଛାଣି ରସ ବାହାର କରିଦିଅନ୍ତୁ। ଏହାକୁ ସ୍ପ୍ରେ ବୋତଲରେ ରଖି ମୁହଁରେ ସ୍ପ୍ରେ କରନ୍ତୁ ନଚେତ୍‌ ତୁଳାରେ ନେଇ ମୁହଁରେ ଲଗାନ୍ତୁ। ଏହା ତ୍ୱଚାକୁ ହାଇଡ୍ରେଟ୍‌ ଏବଂ ଫ୍ରେଶ୍‌ ରଖିବା ସହ ଟ୍ୟାନ୍‌ ହେବାକୁ ଦେଇ ନ ଥାଏ।
ପତଳା କାଟି ମୁହଁ ଏବଂ ଆଖି ଉପରେ ରଖିବା ଦ୍ୱାରା ମଧ୍ୟ କଳାଦାଗ ସହଜରେ ଦୂର ହୋଇଥାଏ।
ଚୋପା ଏବଂ ମଞ୍ଜି ବାହାର କରିଦିଅନ୍ତୁ। ସେଥିରେ ଗୋଟିଏ ଅଣ୍ଡାର ଧଳା ଅଂଶ ଏବଂ କିଛି ପୋଦିନାପତ୍ରକୁ ଭଲ ଭାବେ ବାଟିଦିଅନ୍ତୁ। ଏହି ପ୍ୟାକ୍‌କୁ ମୁହଁରେ ଲଗାଇ ୧୫ମିନିଟ୍‌ ରଖିବା ପରେ ଧୋଇଦିଅନ୍ତୁ। ଏହା ଟ୍ୟାନ୍‌ ଦୂରକରିବା ସହ ତ୍ୱଚାର ଉଜ୍ଜ୍ୱଳତା ବଢ଼ାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri