Posted inଜାତୀୟ

ବିଲ୍‌କିସ ବାନୋ ମାମଲାର ଅପରାଧୀଙ୍କୁ ଫୁଲମାଳରେ ସ୍ବାଗତ, ଫଡ଼ନଭିସ କହିଲେ ଏହା ଠିକ ନୁହେଁ…

ମୁମ୍ବାଇ, ୨୩।୮ : ଗୁଜରାଟରେ ୨୦୦୨ରେ ହୋଇଥିବା ଦଙ୍ଗା ସମୟରେ ବିଲ୍‌କିସ ବାନୋଙ୍କୁ ଗଣ ବଳାତ୍କାର କରିଥିବା ଅପରାଧୀଙ୍କୁୂ ଫୁଲମାଳ ପିନ୍ଧାଇ ସ୍ବାଗତ କରାଯିବା ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ ଗୁଜରାଟ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏସବୁ ୧୧ ଜଣ ଅପରାଧୀଙ୍କୁ ମୁକ୍ତ କରାଯାଇଛି। ମାତ୍ର କୌଣସି ଅପରାଧୀଙ୍କୁ ସ୍ବାଗତ କରାଯିବା ଦୁଃଖର ବିଷୟ। ଏଭଳି କେବେ ମଧ୍ୟ ଠିକ ନୁହେଁ।

ଫଡନଭିସଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୧୫ରେ ମହୀଳା ସଶକ୍ତି କରଣ ଏବଂ ମହିଳାଙ୍କୁ ସମ୍ମାନ ବିଷୟରେ କହିବାର କିଛି ଘଣ୍ଟା ପରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଏହି ଅପରାଧୀଙ୍କୁ ମୁକ୍ତ କରାଯାଇଥିଲା। ଏନେଇ ଦେଶବ୍ୟାପି ବିରୋଧୀ ଦଳଙ୍କ ପକ୍ଷରୁ କଡ଼ା ସମାଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?