Posted inଫୁରସତ

ଛାତ ଉପରେ ଧାନଚାଷ, ଭାଇରାଲ ହେଉଛି ଭିଡିଓ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ଏବେ ଠିକ୍‌ ସେମିତି ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ଛାତ ଉପରେ ଧାନଚାଷ କରାଯାଇଥିବା ଦେଖିବାକୁ ମିଳିଛି।

 

View this post on Instagram

 

A post shared by sai sradha 🙏 (@mu_odia.jhia_66)

ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏହି ଭିଡିଓଟି ଶେୟାର କରାଯାଇଛି। ଭିଡିଓରେ ଜଣେ ବ୍ୟକ୍ତି କିଛି ଧାନବିଡ଼ା ବାନ୍ଧି ଛାତରୁ ତଳକୁ ପକାଉଛନ୍ତି। ଆଗକୁ ଏହି ଭିଡିଓ କ୍ଲିପ୍‌ରେ ଛାତ ସାରା ଧାନଗଛ ଲାଗିଥିବା ମଧ୍ୟ ଦେଖିବାକୁ ମିଳିଛି। ଯଦିଓ ଏହି ଭିଡିଓଟି ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳର ସ୍ପଷ୍ଟ ହୋଇନାହିଁ, ମାତ୍ର ଭିଡିଓଟି ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri