କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସମୟ କଟକଣା ଯୋଗୁଁ ଗତ କାଲି ଅସୀମା ପଣ୍ଡାଙ୍କ ସୋ’ ଅଧାରୁ ବନ୍ଦ ହୋଇଥିଲା।

ସୂଚନା ଅନୁଯାୟୀ ବାଲିଯାତ୍ରା କଟକ ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧା ନ ଉପୁଜିବା ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ କଟକ ଜିଲାପାଳ ଓ ପୋଲିସ କମିଶନରଙ୍କ ସହ ଆଲୋଚନା କରିଛନ୍ତି। ତଦନୁଯାୟୀ କଟକ ଜିଲାପାଳ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ଆଉ ଅଧ ଘଣ୍ଟା ଅଧିକ ସମୟ ଡାକଵାଜି ଯନ୍ତ୍ର ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri