ଧନୁଯାତ୍ରାକୁ ସ୍ବାଗତ ପାଇଁ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ, ଦୁଲୁକିଲା ବରଗଡ

ବରଗଡ, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟାରେ ଉଦ୍‌ଘାଟିତ ହେବ। ତେବେ ବିଶ୍ୱ ପ୍ରସିଦ୍ଧ ଏହି ମହୋତ୍ସବକୁ ସ୍ବାଗତ କରିବା ପାଇଁ ଦିନ ପ୍ରାୟ ୩ଟାରୁ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା। ବରଗଡ ଗାନ୍ଧିଛକରୁ ଶୋଭାଯାତ୍ରା ସମଲେଶ୍ବରୀ ମନ୍ଦିର ଅଭିମୁଖେ ବାହାରିଛି। ଶୋଭାଯାତ୍ରାରେ ରାଜ୍ୟ ଏବଂ ରାଜ୍ୟ ବାହାର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ସାମିଲ ଅଛନ୍ତି। ସାଂସ୍କୃତିକ ଶୋଭାଯାତ୍ରାରେ ବରଗଡ ସହର ଦୁଲୁକି ଉଠିଛି। ଜିଲାପାଳ, ଏସ୍‌ପି ଏବଂ ଧନୁଯାତ୍ରା ମହୋତ୍ସବ ସମିତିର କର୍ମକର୍ତ୍ତା ମଧ୍ୟ ଶୋଭାଯାତ୍ରାରେ ଅଂଶ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri