ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂସ୍କାର ଭାରତୀର ଜିଲା ସଂଗଠନ ମନ୍ତ୍ରୀ ବିଚିତ୍ର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ସଂସ୍କାର ଭାରତୀର ପ୍ରମୁଖ କାର୍ଯ୍ୟକର୍ତ୍ତା ମୋହନ ପ୍ରଧାନ ପରିଚାଳନା କରିଥିଲେ। ବୈଠକରେ ଏହି ପୂଜନ ଉତ୍ସବକୁ ଲୋକାଭିମୁଖୀ କରାଯିବା ସହ ବିଭିନ୍ନ ଉପକମିଟି ଗଠନ କରାଯାଇ ଦାୟିତ୍ୱ ବଣ୍ଟନ କରାଯାଇଥିଲା । ବିଶେଷ କରି ଏହି କାର୍ଯ୍ୟକ୍ରମର ସନ୍ଧ୍ୟାରେ ମଞ୍ଚରେ ପାରମ୍ପରିକ ନୃତ୍ୟ, ସଙ୍ଗୀତ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ରାଜ୍ୟ ତଥା ରାଜ୍ୟ ବାହାରୁ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଣିପୁର ପିହୁ ନୃତ୍ୟ ଠାରୁ ଆରମ୍ଭ କରି ଆସାମ ଓ ଅନ୍ୟାନ୍ୟ ରାଜ୍ୟରୁ ନୃତ୍ୟ ଦଳ ସମେତ ରାଜ୍ୟରୁ ଗୋଟି ପୁଅ ନୃତ୍ୟ, ଘୁଡୁକି, ପାଇକ ଆଖଡ଼ା ଭଳି ଅନେକ ସାଂସ୍କୃତିକ ଦଳ ସାମିଲ ହେବାର ରହିଛି। ରାଜ୍ୟର ବିଭିନ୍ନ ବିଭାଗର ରାଜନେତା, ମନ୍ତ୍ରୀ ଓ ଜିଲା ଅଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ପ୍ରାନ୍ତ ସହ କୋଷାଧ୍ୟକ୍ଷ ଫ୍ରାଞ୍ଚାଇଜ ପ୍ରଧାନ, ବଣିକ ସଙ୍ଘର ସଭାପତି ମହେଶ କୁମାର ସାହୁ, ଜିତେନ୍ଦ୍ର ସାହୁ, ଅରୂପାନନ୍ଦ ସାହୁ ଆଲୋକ ସାଥୁଆ, ପ୍ରଦୀପ ସାହୁ, ଅଶ୍ୱିନ ସାହୁ, ଅଜିତ ଚୌଧରୀ, ସରୋଜ ସାହୁ, ବିନୋଦ ସାହୁ, ବିକି ନାୟକ, ରାଜେଶ ସାହୁ, ଅଶୋକ ବେହେରାଙ୍କ ସମେତ ବହୁ କର୍ମକର୍ତ୍ତା ଯୋଗଦେଇଥିଲେ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri