ସଂସ୍କୃତି ସଚିବ ଦାୟିତ୍ୱ ନେଲେ ରଞ୍ଜନ ଦାସ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ବୁଧବାର ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ନିକଟରେ ସଂସ୍କୃତି ସଚିବ ଥିବା ଡ. ସୁରେଶ କୁମାର ଦଳେଇ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଭାବେ ବଦଳି ହେବା ପରେ ରଞ୍ଜନ ଦାସଙ୍କୁ ଉକ୍ତ ଦାୟିତ୍ୱ ଦିଆଯାଇଥିଲା। ତେବେ ବୁଧବାର ସେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭାଗର ଅତିରିକ୍ତ ସଚିବ ରାମକୃଷ୍ଣ ସାହୁ, ମନସ୍ବିନୀ ସାହୁଙ୍କ ସମେତ ଅନ୍ୟ ଅଧିକାରୀ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଦାସ ହେଉଛନ୍ତି ଜଣେ ଦକ୍ଷ ପ୍ରଶାସକ, ଉଚ୍ଚକୋଟୀର ସ୍ତମ୍ଭକାର, ଗୀତିକାର, ଗାଳ୍ପିକ, ପ୍ରାବନ୍ଧିକ ତଥା ସଂସ୍କୃତି ସମ୍ପନ୍ନ ବ୍ୟକ୍ତିତ୍ୱ। ତାଙ୍କ ନେତୃତ୍ୱରେ ବିଭାଗ ଅନେକ ସୃଜନଶୀଳ କାର୍ଯ୍ୟ କରିପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ବେଳେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ, ଆମ୍ବ-ନଡ଼ିଆ ନ ଗୋଟାଇ ଲୋଭ ସମ୍ବରଣ କରନ୍ତୁ: ଏସ୍‌ଆରସି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱର ଜିଲାରେ ପଡ଼ିବ। ବାତ୍ୟା ସମୟରେ ସର୍ବାଧିକ ୧୮୫ କିମି ପବନ...

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ...

ଡକାୟତି ଯୋଜନା : ୨ ଗିରଫ

ପୁରୁଣା ଭୁବନେଶ୍ୱର,୫ା୮(ଡି.ଏନ୍‌.ଏ.): ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ...

କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍‌ ସୁବିଧାରୁ ବଁଚିତ୍‌ କୋଲପଡ଼ାବାସୀ

  ଲାଠୋର, ୧।୨ (ଡି.ଏନ୍‌.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌।...

ଜବରଦଖଲ ଉଚ୍ଛେଦ ବେଳେ ଉଦ୍ଧାର ହେଲା ମା’ ମଙ୍ଗଳାଙ୍କ ପ୍ରତିମୂର୍ତ୍ତି

ପୁରୁଣା ଭୁବନେଶ୍ୱର,୧୫।୧୨(ଡି.ଏନ.ଏ.)- ଶ୍ରୀଲିଙ୍ଗରାଜ ମନ୍ଦିର ଦକ୍ଷିଣ ଦ୍ୱାର ହାଟ ପାଖକୁ ଥିବା ତାରିଣୀ ମନ୍ଦିର ମିଳିତ ଉଚ୍ଛେଦ ଟିମ୍‌ ଭାଙ୍ଗିବା ସମୟରେ ଶୁକ୍ରବାର ସେଠାରୁ ମା’...

ଜେଲକୁ ଫେରିଲେ ରାକେଶ

ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର...

୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା...

ଆଜିଠୁ ପଦଯାତ୍ରାରେ ପ୍ରଚାରପତ୍ର ବାଣ୍ଟିବ କଂଗ୍ରେସ

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର):ଓଡ଼ିଶାର ପ୍ରତି ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ପ୍ରତ୍ୟେକ ଘରକୁ ଯାଇ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର...

Advertisement
Archives

Model This Week