ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପରେଶନ : ବିପୁଳ ପରିମାଣରେ ବିସ୍ଫୋରକ ବନ୍ଧୁକ ତିଆରି ସାମଗ୍ରୀ ଜବତ

ମାଲକାନଗିରି,୨୪।୮(ସ୍ବ.ପ୍ର.): ମାଲକାନଗିରି ଜିଲା କାଲିମେଳା ବ୍ଲକର ମାଓବାଦୀ ପ୍ରବଣ କୁରୁବ୍‌, ସୁଧାକୋଣ୍ଡା ଓ ଏଲ୍କାନୁର ଜଙ୍ଗଲରେ ସୋମବାର କୁମ୍ବିଂ ଅପରେଶନ ବେଳେ ବ୍ୟାପକ ପରିମାଣର ବିସ୍ଫୋରକ ଓ ବନ୍ଧୁକ ତିଆରି ସାମଗ୍ରୀ ଜବତ ହୋଇଛି। ଏ ନେଇ ଏସ୍‌ପି ହ୍ରିସିକେଷ ଡି. ଖିଲାରି କହିଛନ୍ତି ଯେ, ବିଏସ୍‌ଏଫ୍‌ର ୭୬ ବାଟାଲିୟନ ଓ ଡିବିଏଫ ପକ୍ଷରୁ ହୋଇଥିବା ଅପରେଶନରେ ପୋଲିସକୁ ସଫଳତା ମିଳିଛି। ସେ ଏହା ମଧ୍ୟ କହିଛନ୍ତି, ଅପରେଶନ ସମୟରେ ପୋଲିସ ଏକ ଡମ୍ପର ସମ୍ପର୍କରେ ଜାଣିବାକୁ ପାଇଥିଲା। ଯେଉଁଥିରେ ବ୍ୟାପକ ପରିମାଣର ବିସ୍ଫୋରକ ଓ ବନ୍ଧୁକ ତିଆରି ସାମଗ୍ରୀ ଥିଲା। ତାହାକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri