Posted inଖେଳ

କୁମିନ୍ସ ଦାନ କଲେ ୫୦ ହଜାର ଡଲାର

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଭାରତରେ କୋଭିଡ୍‌ ବିରୋଧରେ ଲଢେଇ ପାଇଁ ସହାୟତାର ହାତ ବଢାଇଛନ୍ତି କୋଲକାତା ନାଇଟ ରାଇଡର୍ସ (କେକେଆର)ର ଅଷ୍ଟ୍ରେଲୀୟ ପେସ୍‌ ବୋଲର ପ୍ୟାଟ୍‌ କୁମିନ୍ସ। ସୋମବାର ସେ ପିଏମ୍‌ କେୟାର୍ସ ପାଣ୍ଠିକୁ ୫୦,୦୦୦ ଆମେରିକୀୟ ଡଲାର ସହାୟତା ଘୋଷଣା କରିଛନ୍ତି। କରୋନା ରୋଗୀଙ୍କୁ ଅକ୍ସିଜେନ ଯୋଗାଣ କ୍ଷେତ୍ରରେ ଏହି ଅର୍ଥକୁ ବ୍ୟୟ କରାଯିବା ସେ ଚାହାନ୍ତି। ବର୍ତ୍ତମାନ ପରିସ୍ଥିତିରେ ଆଇପିଏଲ୍‌ ଜାରି ରହିବା ସପକ୍ଷରେ ବୋଲି ସେ କହନ୍ତି। ଏହି ଟି୨୦ ଟୁର୍ନାମେଣ୍ଟ ବର୍ତ୍ତମାନ ପରିସ୍ଥିତିରେ କିଛି ସମୟ ଲୋକମାନଙ୍କୁ ଖୁସି କରାଇପାରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri