ଦହି ଭାତ

ଆବଶ୍ୟକ ସାମଗ୍ରୀ:
ଚାଉଳ- ୨୫୦ଗ୍ରାମ୍‌, ଦହି- ୨୫୦ ଗ୍ରାମ୍‌, ଶୁଖିଲା ଲଙ୍କା ୫ଟି, ଚଣା ଡାଲି ୧ ଟେବୁଲ୍‌ ସ୍ପୁନ୍‌, ହରଡ ଡାଲି ୧ ଟେବୁଲ୍‌ ସ୍ପୁନ୍‌, ସୋରିଷ ଅଧ ଚାମଚ, ଭୁର୍ସୁଙ୍ଗ ପତ୍ର ୧୦-୧୫ଟି, ଆବଶ୍ୟକ ମାତ୍ରାରେ ତେଲ ଏବଂ ଲୁଣ ସ୍ବାଦାନୁସାରେ।
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଚାଉଳରୁ ଭାତ ପ୍ରସ୍ତୁତ କରି ରଖନ୍ତୁ। ଦହିକୁ ଭଲ ଭାବେ ଗୋଳାଇ ଦିଅନ୍ତୁ। ବର୍ତ୍ତମାନ ଚୁଲାରେ ଏକ ପ୍ୟାନ୍‌ ବସାଇ ତେଲ ପକାନ୍ତୁ। ତେଲ ଗରମ ହେବା ପରେ ସେଥିରେ ସୋରିଷ, ଚଣା ଡାଲି, ହରଡ ଡାଲି, ଶୁଖିଲା ଲଙ୍କା, ଭୁର୍ସୁଙ୍ଗ ପତ୍ର ପକାଇ ଭାଜି ଦିଅନ୍ତୁ। ଏହି ମିଶ୍ରଣକୁ ଦହିରେ ପକାଇ ଗୋଳାଇ ଦିଅନ୍ତୁ। ବର୍ତ୍ତମାନ ସେଥିରେ ସ୍ବାଦାନୁସାରେ ଲୁଣ ମିଶାନ୍ତୁ। ଶେଷରେ ପୂର୍ବରୁ ପ୍ରସ୍ତୁତ କରି ରଖିଥିବା ଭାତକୁ ମିଶାନ୍ତୁ। ପ୍ରସ୍ତୁତ ହୋଇଗଲା ଦହି ଭାତ। ଖରାଦିନେ ଏହି ଖାଦ୍ୟ ପରିବାରର ସବୁ ସଦସ୍ୟଙ୍କୁ ଖୁଆଇବାର ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?