Posted inଜାତୀୟ

ସାହିସ୍ନାନ ପରେ କର୍ଫ୍ୟୁ

ହରିଦ୍ୱାର, ୨୯ା୪: ଉତ୍ତରାଖଣ୍ଡର ହରିଦ୍ୱାରଠାରେ କୁମ୍ଭମେଳା ଉପଲକ୍ଷେ ମଙ୍ଗଳବାର ସାହିସ୍ନାନ ଶେଷ ହେବା ପରେ ବୁଧବାର ସେଠାରେ କର୍ଫ୍ୟୁ ଜାରି ହୋଇଛି। ମେ ୩ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ହରିଦ୍ୱାର ପୌର ନିଗମ ସମେତ ମ୍ୟୁନିସିପାଲିଟି ଏବଂ କେତେକ ଗ୍ରାମାଞ୍ଚଳରେ ଏହି କଟକଣା ଲାଗୁ ହୋଇଛି। କୁମ୍ଭମେଳା ଶେଷ ସୁଦ୍ଧା ୧୩ ଆଖଡାର ପ୍ରାୟ ୨ ହଜାର ସାଧୁ ସ୍ବତନ୍ତ୍ର ଭାବେ ହର୍‌ କି ପୌରି ଘାଟରେ ବୁଡ଼ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆ’ ସମନ୍ବୟ ସମିତି ବୈଠକରେ ପ୍ରଚାର, ରାଲି ନେଇ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨ା୯: ଇଣ୍ଡିଆନ୍‌ ନ୍ୟାଶନାଲ ଡେମୋକ୍ରାଟିକ୍‌ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ସମନ୍ବୟ ସମିତିର ପ୍ରଥମ ବୈଠକ ଆସନ୍ତା ୧୩ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ। ଏନ୍‌ସିପି ଅଧ୍ୟକ୍ଷ...

ମୋଦିଙ୍କ ମନ୍ତ୍ରିମଣ୍ଡଳର ଏହି ମନ୍ତ୍ରୀ ଶପଥ ନେବାକୁ ଆସିବା ମାତ୍ରେ ତାଳିରେ କମ୍ପିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଜଣେ ପରେ ଜଣେ ଶପଥ ନେଇଥିଲେ।...

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି...

୨୫ ବର୍ଷ ପରେ ଜମି କ୍ଷତିପୂରଣ ମିଳିଲା ୧୦୦ କୋଟି

ନୋଏଡା,୮।୫: ଛଅ ସପ୍ତାହ ମଧ୍ୟରେ ଜଣେ ଜମି ମାଲିକଙ୍କୁ ପ୍ରାୟ ୧୦୦ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ନୋଏଡା ପ୍ରାଧିକରଣକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ...

ରାଜ୍ୟସଭାରେ ସାମ୍ନାସାମ୍ନି ହେଲେ ଗୋଟିଏ ରାଜ୍ୟର ୨ ପ୍ରତିଦ୍ୱନ୍ଦୀ

ନୂଆଦିଲ୍ଲୀ,୨୨।୭: ରାଜ୍ୟସଭାରେ ୪୫ଜଣ ନବନିର୍ବାଚିତ ସଦସ୍ୟ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୩୬ଜଣ ଏଭଳି ଏମ୍‌ପି ଅଛନ୍ତି ଯେଉଁମାନେ ପ୍ରଥମ ଥର ରାଜ୍ୟସଭାରେ ପହଞ୍ଚିଛନ୍ତି।...

ଚମ୍ପାଓ୍ବତ୍‌ ଆସନରୁ ଲଢ଼ିପାରନ୍ତି ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ୍‌,୪।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାଓ୍ବତ୍‌ ଆସନରୁ ଉପନିର୍ବାଚନ ଲଢ଼ିପାରନ୍ତି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ସେ ଦିଦିହାଟ ଆସନରୁ ଲଢ଼ିବା ନେଇ...

ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ...

ମନୁଷ୍ୟଙ୍କ ପାଇଁ ମୋବାଇଲ ଟାଓ୍ବାର କେତେଦୂର କ୍ଷତି କାରକ: ସେପ୍ଟେମ୍ବର ୫ ରୁ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୭ : ଚଳିତ ବର୍ଷ ସେପ୍ଟେମ୍ବର ୫ ତାରିଖରୁ ମୋବାଇଲ ଟାୱାରର ମଣିଷ ଏବଂ ପଶୁମାନଙ୍କ ଉପରେ ହେଉଥିବା କ୍ଷତିକାରକ ପ୍ରଭାବ ସମ୍ପର୍କରେ ଭାରତର ସର୍ବୋଚ୍ଚ...

Advertisement
Archives

Model This Week