୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି ୧୦ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ଏ ନେଇ ଶନିବାର ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୂଚନା ଦେଇଛନ୍ତି। ସେହିପରି ୧ ରୁ ୪ ତାରିଖ ନୀଳାଦ୍ରିବିଜେ ଯାଏ ଭକ୍ତଙ୍କ ପାଇଁ କଟକଣା ଲାଗୁ ହୋଇଛି। କୌଣସି ପର୍ଯ୍ୟଟକଙ୍କୁ ହୋଟେଲ ଓ ଲଜରେ ନ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବଡଦାଣ୍ଡରେ ଥିବା ବ୍ୟକ୍ତିଗତ ଘର, ଧାର୍ମିକ ଅନୁଷ୍ଠାନ ଗୁଡ଼ିକର ସର୍ଭେ କରାଯିବ। ନିଜ ଘରେ ରହି ପ୍ରଭୁଙ୍କୁ ଦର୍ଶନ କରିବାକୁ ଜିଲାପାଳ ବଲଓ୍ବନ୍ତ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri