Posted inଜାତୀୟ

ନୁହରେ ଆଜି ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ଚଣ୍ଡିଗଡ,୯।୮: ହରିୟାଣାର ନୁହରେ ହିଂସା ପରେ ପରିସ୍ଥିତି ଏ ପର୍ଯ୍ୟନ୍ତ ସ୍ବାଭାବିକ ଅବସ୍ଥାକୁ ଆସିନାହିଁ। ଯେଉଁ କାରଣରୁ ଇଣ୍ଟରନେଟ୍‌ ସେବା ଉପରେ ଜାରି ଥିବା ପ୍ରତିବନ୍ଧକକୁ ଆହୁରି ବୃଦ୍ଧି କରାଯାଇଛି। ବର୍ତ୍ତମାନ ଅଗଷ୍ଟ ୧୧ପର୍ଯ୍ୟନ୍ତ ନୁହ ଜିଲାରେ ଇଣ୍ଟରନେଟ୍‌ ଏବଂ ଏସଏମଏସ ସେବା ଉପରେ ପ୍ରତିବନ୍ଧକ ଲଗାଯିବ। ଅନ୍ୟପକ୍ଷରେ, ନୁହ ଜିଲା ମାଜିଷ୍ଟ୍ରେଟଙ୍କ ତରଫରୁ ଏକ ନିର୍ଦ୍ଦେଶ ଜାରି କରାଯାଇ ଅଗଷ୍ଟ ୯ ଅର୍ଥାତ୍‌ ଆଜି ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯିବ। ଯାହାଫଳରେ ଲୋକମାନେ ଅତି ଆବଶ୍ୟକ ଜିନିଷପତ୍ର କିଣି ପାରିବେ। ଏପରିକି ଏହା ପୂର୍ବରୁ ୪ ଘଣ୍ଟା କର୍ଫ୍ୟୁ କୋହାଳ କରାଯାଇଥିଲା। ବ୍ୟାଙ୍କ୍‌ ଏବଂ ଏଟିଏମ ମଧ୍ୟ ଖୋଲାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?