Posted inଜାତୀୟ

ଦିଲ୍ଲୀରେ ଜାରି ରହିବ ବର୍ତ୍ତମାନର ଅବକାରୀ ନୀତି: କେଜ୍‌ରିୱାଲ ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୧୫।୩: ରାଜଧାନୀ ଦିଲ୍ଲୀରେ ବର୍ତ୍ତମାନ ଚାଲିଥିବା ଅବକାରୀ ନୀତି ଆଗକୁ ମଧ୍ୟ ଜାରି ରହିବ। ବର୍ତ୍ତମାନର ଅବକାରୀ ନୀତିକୁ ୬ ମାସ ବୃଦ୍ଧି କରିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଅନୁମୋଦନ କରିଛନ୍ତି। ଏହା ସହିତ ନୂତନ ଅବକାରୀ ନୀତି ଉପରେ ଶୀଘ୍ର କାର୍ଯ୍ୟ କରିବାକୁ ଅବକାରୀ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଦିଲ୍ଲୀ ସରକାର ବର୍ତ୍ତମାନର ଅବକାରୀ ନୀତିକୁ ୬ ମାସ ବୃଦ୍ଧି କରିଛନ୍ତି। ବର୍ତ୍ତମାନର ଅବକାରୀ ନୀତି ମାର୍ଚ୍ଚ ୩୧ରେ ସମାପ୍ତ ହେବ। ଏହା ଅବକାରୀ ବିଭାଗ ଦ୍ୱାରା ୬ ମାସ ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଅବକାରୀ ମନ୍ତ୍ରୀଙ୍କ ଅନୁମୋଦନ ପରେ ଏହି ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚିଥିଲା। ମୁଖ୍ୟମନ୍ତ୍ରୀ ବୁଧବାର ଏହାକୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ବର୍ତ୍ତମାନ ଦିଲ୍ଲୀରେ ଚାଲିଥିବା ଅବକାରୀ ନୀତି ୨୦ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri