ଅଗଷ୍ଟ ୧୪ରେ ଶେଷ ହେବ ଶେହବାଜ ସରକାରଙ୍କ କାର୍ଯ୍ୟକାଳ

ଇସଲାମବାଦ,୧୩।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ କାର୍ଯ୍ୟକାଳ ଚଳିତ ବର୍ଷ ଅଗଷ୍ଟ ୧୪ରେ ଶେଷ ହେବାକୁ ଯାଉଛି। ଏନେଇ ସେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନ ଆୟୋଗ ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଶେହବାଜଙ୍କ ଏହି ବିବୃତ୍ତି ଶାସନ କ୍ଷମତାରେ ଥିବା ମେଣ୍ଟ ସରକାର ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ)ର ମୁଖ୍ୟ ମୌଲାନା ଫଜଲୁର ରେହମାନଙ୍କୁ ଭେଟିବାର ଗୋଟିଏ ଦିନ ପରେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri