Posted inଖେଳ

୪ ବଲରେ ନେଲେ ୪ ଉଇକେଟ

ଆବୁଧାବି,୧୮।୧୦: ଆୟର୍ଲାଣ୍ଡ ପେସର କର୍ଟିସ କାମଫେର ସୋମବାର ନେଦରଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ୪ ବଲରେ ୪ ଉଇକେଟ ନେଇଛନ୍ତି। ୧୦ମ ଓଭରରେ କାମଫେର କ୍ରମାଗତ ବଲରେ କଲିନ ଅକରମ୍ୟାନ, ରିଆନ ଟେନ ଡେସଚେଟ, ସ୍କଟ ଏଡଓ୍ବାଡର୍‌ସ ଓ ରୋଲଫ ଭାନ ଡର ମରଓ୍ବେଙ୍କୁ ଆଉଟ୍‌ କରି ନେଦରଲାଣ୍ଡର ବ୍ୟାଟିଂ ଲାଇନ୍‌ ଅପ୍‌ର ମେରୁଦଣ୍ଡ ଭାଙ୍ଗି ଦେଇଥିଲେ। ଅକରମ୍ୟାନ କ୍ୟାଚ୍‌ ଆଉଟ୍‌ ହୋଇଥିବା ବେଳେ ଡସଚେଟ ଓ ଏଡଓ୍ବାଡର୍‌ସଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ଏହାର ପରବର୍ତ୍ତୀ ବଲରେ କ୍ଲିନ ବୋଲ୍ଡ ହୋଇଥିଲେ ଭାନ ଡର ମରଓ୍ବେ।

ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ କ୍ରମାଗତ ୪ ବଲରେ ୪ ଉଇକେଟ ନେବାରେ କାମ୍‌ଫେର ତୃତୀୟ ବୋଲର। ତାଙ୍କ ପୂର୍ବରୁ ଶ୍ରୀଲଙ୍କାର ଲାସିଥ ମଲିଙ୍ଗା ଓ ଆଫଗାନିସ୍ତାନର ରଶିଦ ଖାନ ଏହି ସଫଳତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri