ଟ୍ରେନ୍‌ରେ କଟି ୬ ମୃତ

ଯାଜପୁର ଅଫିସ,୭ା୬: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମଣିଷ ମନରୁ ଲିଭି ନ ଥିବା ବେଳେ ବୁଧବାର ଆଉ ଏକ ଅଘଟଣ ଯାଜପୁରରୋଡ୍‌ ଷ୍ଟେଶନ ନିକଟରେ ଘଟିଛି। ଯାଜପୁର-କେନ୍ଦୁଝର ରୋଡ୍‌ ଷ୍ଟେଶନଠାରୁ କଟକ ଆଡ଼କୁ ପ୍ରାୟ ୨୦୦ ମିଟର ଦୂରତାରେ ଏକ ମାଲବାହୀ ଟ୍ରେନ୍‌ରେ କଟି ବୁଧବାର ୬ ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷା ପବନ ଯୋଗୁ ମାଲ୍‌ବାହୀ ଟ୍ରେନ୍‌ ତଳେ କିଛି ଶ୍ରମିକ ଆଶ୍ରୟ ନେଇଥିବା ବେଳେ ଏହି ଅଘଟଣ ଘଟିଛି। ଆଜି ଅପରାହ୍ନରେ ଖୁବ୍‌ ଜୋର୍‌ରେ ବର୍ଷା ପବନ ଆସିବାରୁ ଶ୍ରମିକମାନେ ଏହି ମାଲ୍‌ବାହୀ ଟ୍ରେନ୍‌ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ସେଫ୍ଟି ଲାଇନ୍‌ରେ ଥିବା ଟ୍ରେନ୍‌ ଗଡ଼ିଥିଲା। ଫଳରେ ଏହି ଶ୍ରମିକମାନଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ କିଛି ଶ୍ରମିକ ଗୁରୁତର ଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri