ବାଲି ଉଠାଣ ପାଇଁ ନଦୀପଠାରୁ ଗଛ କାଟିଦେଲେ

ପାଣିକୋଇଲି,୯ା୧୨(ଡି.ଏନ.ଏ.):ନଦୀରୁ ବାଲି ଉଠାଇବା ପାଇଁ ରାତାରାତି ମେଶିନ ସାହାଯ୍ୟରେ ଶତାଧିକ ଗଛ କାଟି, ପିଣ୍ଡି ଭାଙ୍ଗି ରାସ୍ତା ନିର୍ମାଣ କରାଯାଇଛି। ଏନେଇ ଯାଜପୁର ଜିଲା ପାଣିକୋଇଲି ଥାନାରେ ଅଭିଯୋଗ ହୋଇଛି। ଲିଙ୍ଗେଶ୍ୱର ଉନ୍ନୟନ କମିଟି ସମ୍ପାଦକ ପ୍ରଦୀପ କୁମାର ଧଳ ଥାନାରେ ଲିଖିତ ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ତେବେ କାର୍ଯ୍ୟାନୁଷ୍ଠାନ ନ ହେଲେ ଏଥିପାଇଁ ବଢୁଥିବା ଜନ ଅସନ୍ତୋଷ ଆନ୍ଦୋଳନର ରୂପ ନେବ ବୋଲି ସୂଚନା ମିଳିଛି।
୩ ବର୍ଷ ତଳେ ସରକାରୀ ଅନୁମତି ନେଇ ଲିଙ୍ଗେଶ୍ୱର ଶିଶୁ ମନ୍ଦିର ସମ୍ପାଦକ ବରପଦା ମୌଜାର ୯୯୬, ୧୦୧୧, ୧୦୧୫ନମ୍ବର ପ୍ଲଟ ଓ ଏହାର ପାଶ୍ୱବର୍ତ୍ତୀ ଜମିରେ ଚାରାରୋପଣ କରିଥିଲେ। ବୃକ୍ଷର ଯନତ୍ ନେବା ପାଇଁ ତାର ଚାରି କଡରେ ଇଟାର ପିଣ୍ଡି କରାଯାଇଥିଲା। ତାର ବାଡ଼ ମଧ୍ୟ ଦିଆଯାଇଥିଲା। ଏବେ ଗଛଗୁଡିକ ଫଳନ୍ତି ଅବସ୍ଥାକୁ ଆସି ଯାଇଥିଲା। ମାତ୍ର ଧନତ୍ରୀ ବାଲି ଘାଟରୁ ବାଲି ଉଠାଇବା ପାଇଁ ଗଛଗୁଡ଼ିକୁ କଟାଯାଇ ରାସ୍ତା ନିର୍ମାଣ କରାଯାଇଛି। ସରସଦା ଗ୍ରାମର ଜଣେ ଯୁବକ, ବରପଦା ଗ୍ରାମର ଜଣେ ଓ ରଣପାଳ ଗ୍ରାମର ଜଣେ ଯୁବକ କତେଜେଣ ଅନ୍ୟବ୍ୟକ୍ତିଙ୍କୁ ଧରି ଏଭଳି କାଣ୍ଡ ଭିଆଇଛନ୍ତି। ପୂର୍ବରୁ ମଧ୍ୟ ରାତିଅଧିଆ ଏଭଳି କାରନାମାକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri