ପୌରାଧ୍ୟକ୍ଷ ୩, କାଉନସିଲରରୁ ୫ ପ୍ରାର୍ଥୀ କଟିଲେ

ଜୟପୁର,୧୦ା୩ (ନି.ପ୍ର .): ଜୟପୁର ପୌରପାଳିକା ନିର୍ବାଚନ ପାଇଁ ବୁଧବାର ଯାଞ୍ଚ ଶେଷ ହୋଇଛି। ପୌର ଅଧ୍ୟକ୍ଷ ପାଇଁ ୨୨ଟି ନାମାଙ୍କନ ହୋଇଥିବା ବେଳେ ଯାଞ୍ଚ ପରେ ୩ଟି କଟି ୧୯ଟି କାଏମ ରହିଛି। ସେହିପରି ୨୮ଟି ୱାର୍ଡ ପାଇଁ କାଉନସିଲର ପଦରେ ୧୩୩ଟି ନାମାଙ୍କନପତ୍ର ଦାଖଲ ହୋଇଥିବା ବେଳେ ଯାଞ୍ଚ ପରେ ୫ଟି ନାମାଙ୍କନପତ୍ର କଟି ୧୨୮ଟି କାଏମ ରହିଛି। ଆସନ୍ତା ୧୪ ତାରିଖ ମଧ୍ୟରେ ଯେଉଁ ପ୍ରାର୍ଥୀ ଚାହିଁବେ ନିଜର ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ବୋଲି ଉପଜିଲାପାଳ ଦେବବର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri